Posted inଖେଳ

ଏଏଫ୍‌ସି ଉନ୍ନୟନ କମିଟିରେ ଅଭିଜିତ

ଭୁବନେଶ୍ୱର, ୨୧।୬ (ତପନ ସ୍ବାଇଁ): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଯୁଗ୍ମ ସମ୍ପାଦକ ଅଭିଜିତ ପଲ୍‌ ଏଏଫ୍‌ସି (ଏସିଆନ ଫୁଟବଲ କନ୍‌ଫେଡେରେଶନ) ଉନ୍ନୟନ କମିଟିରେ ସ୍ଥାନ ପାଇଛନ୍ତି। ଓଡ଼ିଶାର ପ୍ରଥମ ବ୍ୟକ୍ତି ଭାବେ ସେ ଏହି ଗୌରବଲାଭ କରିଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୩ରୁ ୨୦୨୭ ପର୍ଯ୍ୟନ୍ତ ରହିବ। ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ଓ ଅନ୍ୟ କର୍ମକର୍ତ୍ତାମାନେ ଅଭିଜିତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

SIR: କିଛି ଲୋକଙ୍କୁ ନେଇ ଦ୍ୱନ୍ଦ,୧୦୪ ବର୍ଷ ବୟସ୍କା ଭୋଟରଙ୍କୁ ଭେଟିଲେ ଉପ ଜିଲାପାଳ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ରାଜ୍ୟରେ ବର୍ତ୍ତମାନ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଚାଲିଛି। ପରିଗଣନା ଫର୍ମ ଭଞ୍ଜନଗର…

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର…

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri