କରୋନା ଚକ୍ରବ୍ୟୁହରୁ ବାହାରିଲେ ଅଭିମନ୍ୟୁ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇ ସେ ବର୍ତ୍ତମାନ ଘରେ ଅଛନ୍ତି। ତେବେ ସ୍ଥାନୀୟ ବିଡିଓ ଏବଂ ମେଡିକାଲ ଅଫିସର ତାଙ୍କ ଘରକୁ ଯାଇ ସ୍ବାସ୍ଥ୍ୟ ଅବସ୍ଥା ବୁଝିଥିଲେ। ଅଭିମନ୍ୟୁ ବର୍ତ୍ତମାନ ଭଲଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌, ଫୋନରେ ଜଣାଇ ହେବ ଅଭିଯୋଗ

ଛତ୍ରପୁର,୨୩ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ଜନସାଧାରଣ ଏଣିକି ସେମାନଙ୍କ ଅଭିଯୋଗ ଜିଲା ପ୍ରଶାସନକୁ ଫୋନ୍‌ କରି ଜଣାଇପାରିବେ। ଏ ନେଇ ଗୁରୁବାର ପୂର୍ବାହ୍ନରେ ଜିଲା ପ୍ରଶାସନ ପକ୍ଷରୁ ଏକ...

ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କୁ ଆକ୍ରମଣ ଘଟଣା,୪ ଜଣଙ୍କ ନାମରେ ମାମଲା

ଖଇରା,୨୫।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡ଼ା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ରବିବାର...

ଲକ୍‌ଡାଉନ୍‌ ପ୍ରଭାବ: ଖୋର୍ଦ୍ଧା ସହରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ନାକାବନ୍ଦୀ

ଖୋର୍ଦ୍ଧା ଅଫିସ,୨୫।୩: କରୋନା(କୋଭିଡ୍‌-୧୯) ସଂକ୍ରମଣର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ...

ଖେଳ ହେଲା କାଳ: ଗାଡ଼ିଆରେ ବୁଡ଼ି ୨ ଯାଆଁଳା ଭାଇଙ୍କ ଜୀବନଗଲା

ପାଟଣା,୪।୬(ସ୍ବ.ପ୍ର.): ଦୁଇ ଯମଜ ଭାଇଙ୍କ ଲାଗି ଖେଳ କାଳ ହୋଇଛି। ଖେଳୁ ଖେଳୁ ଗୁରୁବାର ଗଡ଼ିଆରେ ବୁଡ଼ି ୮ ବର୍ଷ ଦୁଇ ଯାଆଁଳା ଭାଇଙ୍କ ମୃତ୍ୟୁ...

ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ...

ଋଣ ଆଦାୟ ପାଇଁ ବୁଲୁଛନ୍ତି ଫାଇନାନ୍ସ କର୍ମଚାରୀ

ବାଲିଆ,୭ା୫: ମହାମାରୀ କରୋନା ମୁକାବିଲା ପାଇଁ ଦେଶ୍‌ ଲକ୍‌ଡାଉନ ହୋଇଛି। ଫଳରେ ଲୋକେ ଏବେ ଘରେ ବସି ରହିଛନ୍ତି। ମାତ୍ର ଏହି ସମୟରେ ବିଭିନ୍ନ ଫାଇନାନ୍ସ...

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ...

ସିଲ୍‌ ମଦ ଦୋକାନ ଖୋଲି ସନ୍ଦେହରେ ଅବକାରୀ ବିଭାଗ

ଲଖନପୁର,୧୭।୪(ଡି.ଏନ୍‌.ଏ): କରୋନା ନିୟନ୍ତ୍ରଣକୁନେଇ ଲକ୍‌ଡାଉନ୍‌ ଜାରି ହୋଇଛି। କେଉଁସବୁ ଦୋକାନ ଖୋଲିବ, କେଉଁସବୁ ଦୋକାନ ଖୋଲିବ ନାହିଁ, କେତେ ସମୟ ଖୋଲିବ ଏସବୁକୁ ନେଇ ସରକାରୀ...

Advertisement


Archives

Model This Week

Why Dharitri