ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ):  ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି। ଗତ ନିର୍ବାଚନରେ ମାତ୍ର ୨୮ ହଜାର ୮୦୩ ଖଣ୍ଡ ଭୋଟ୍‌ରେ ମଞ୍ଜୁଲତା ମଣ୍ଡଳଙ୍କଠାରୁ ପରାଜିତ ହୋଇଥିବା ଅଭିମନ୍ୟୁ ସେଠୀଙ୍କୁ ପୁଣି ଥରେ ପ୍ରାର୍ଥୀ କରାଯାଇଛି। ଏଥର ବହୁ ବ୍ୟବଧାନରେ ଭାଜପା ଭଦ୍ରକ ଲୋକ ସଭାରେ ବିଜୟୀ ହେବା ସହ ଓଡ଼ିଶାରେ ବହୁମତ ହାସଲ କରି ସରକାର ଗଠନ କରିବ ବୋଲି କହିଛନ୍ତି ଅଭିମନ୍ୟୁ। ୨୦୧୯ ନିର୍ବାଚନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ୮ଥର ଭଦ୍ରକରୁ ଏମ୍‌ପି ହୋଇଥିବା ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କୁ ବିଜେଡିରୁ ଅଭିମନ୍ୟୁଙ୍କୁ ପ୍ରାର୍ଥୀ କରିବା ପାଇଁ ଲବି କରିଥିଲା। ବିଜେଡି ଟିକେଟ୍‌ ନ ମିଳିବାରୁ ଭାଜପାରେ ତାଙ୍କ ସମର୍ଥକଙ୍କ ସହ ଯୋଗ ଦେଇଥିଲେ। ଅଭିମନ୍ୟୁ ଭାଜପା ଟିକେଟରେ ନିର୍ବାଚନ ଲଢ଼ିଥିଲେ। ଗତ ଥର ପରାଜୟ ବ୍ୟବଧାନ କମ୍‌ ଥିବାରୁ ଏଥର ଭଦ୍ରକ ଲୋକ ସଭା ଆସନକୁ ଭାଜପା ଫୋକସ୍‌ରେ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri