Posted inଜାତୀୟ

ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ

ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର ଅନୁମତି ନେବାକୁ ପଡିବ। ବାୟସେନା ଅଧିକାରୀଙ୍କ ସୂଚନା ଅନୁଯାୟୀ, ବେଙ୍ଗାଲୁରଠାରେ ଅଭିନନ୍ଦନଙ୍କୁ କେତେ ଗୁଡିଏ ପରୀକ୍ଷା ଦେବାକୁ ପଡିବ। ଏହାପରେ ତାଙ୍କୁ ଯୁଦ୍ଧ ବିମାନ ଉଡାଇବାକୁ ଅନୁମତି ମିଳିବ। ସୂଚନାଯୋଗ୍ୟ, ଗତ ଫେବୃୟାରୀରେ ପାକିସ୍ତାନର ବାଲାକୋଟରେ ଭାରତୀୟ ବାୟୁସେନା କରିଥିବା ବିମାନ ଆକ୍ରମଣରେ ଅଭିନନ୍ଦନଙ୍କର ମୁଖ୍ୟ ଭୂମିକା ଥିଲା। ଆଉ ପାକିସ୍ତାନ ସେନାଙ୍କ ହାତରେ ଧରାପଡି ସେ ସେଠାରେ ଖୁବ୍‌ କଷ୍ଟ ସହିବା ପରେ ପାକିସ୍ତାନ ସେନା ତାଙ୍କୁ ଭାରତକୁ ସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ଯୋଗୁ କମିଛି ଅପରାଧ,ଏପ୍ରିଲ୍‌ରେ ଇ-ଫାଇଲିଂ ଦ୍ୱାରା ଦାଏର ହୋଇଛି ୩୦୫ ମାମଲା: ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସ୍ଥିତିରେକ ସୁଧାର ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହା...

ଫିଙ୍ଗର ଅଞ୍ଚଳରୁ ଆଂଶିକ ସେନା ହଟାଇଛି ଚାଇନା

ନୂଆଦିଲ୍ଲୀ,୧୨ା୭: ଲଦାଖର ପଙ୍ଗଓଙ୍ଗ ହ୍ରଦ ନିକଟରେ ଥିବା ଫିଙ୍ଗର ୪ ଅଞ୍ଚଳରୁ ଚାଇନା ଆଂଶିକ ସୈନ୍ୟ ପ୍ରତ୍ୟାହାର କରିଥିବା ହାଇ ରିଜୋଲ୍ୟୁଶନ ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି।...

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା...

ରାଲି ଅଧିକାର ଚାଷୀଙ୍କର ରହିଛି: ସଂଘ

ନୂଆଦିଲ୍ଲୀ, ୧୯।୧(ପି.ଟି.): ଶାନ୍ତିପୂର୍ଣ୍ଣ ଭାବେ ଟ୍ରାକ୍ଟର ରାଲି ବାହାର କରିବାର ସାମ୍ବିଧାନିକ ଅଧିକାରୀ ଚାଷୀଙ୍କର ରହିଛି ବୋଲି ଆନ୍ଦୋଳନରତ କୃଷକ ସଂଘ ନେତାମାନେ ସୋମବାର କହିଛନ୍ତି।...

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି...

ପିଓକେରେ ଆକ୍ରମଣ କଲା ଭାରତ

ନୂଆଦିଲ୍ଲୀ,୧୯।୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍‌ପଏଣ୍ଟ ଷ୍ଟ୍ରାଇକ୍‌’ କରିଛି। ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ ଥିବା ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ସେନା ଭାରତକୁ ଅନୁପ୍ରବେଶ କରାଇବା...

ୟୁପିରେ ସ୍ଥଗିତ ହେବ ୩୫ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ସରକାର ରାଜ୍ୟର ଅର୍ଥନୀତିକୁ ସଜାଡିବା ଲାଗି ଜରୁରୀ ପୁଞ୍ଜି...

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ...

Advertisement


Archives

Model This Week