ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ଅଭିନନ୍ଦନ

ପାରଳାଖେମୁଣ୍ଡି,୯ା୨(ଡି.ଏନ୍‌.ଏ.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ଯୁକ୍ତ ୨(କଳା) ପ୍ରଥମ ବର୍ଷର ଛାତ୍ର ଅଭିନନ୍ଦନ ଡି.ଲାଲ୍‌କୁମାର ୮ସେକେଣ୍ଡରେ ୨୮ ରାଜ୍ୟର ନାମ କହି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛନ୍ତି। ପାରଳାଖେମୁଣ୍ଡି ସହର କାବିଟି ସାହି ନିବାସୀ ଅଭିନନ୍ଦନ ସ୍ଥାନୀୟ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଛନ୍ତି। ସେ ଅନ୍‌ଲାଇନ ମାଧ୍ୟମରେ ରେକର୍ଡ ସ୍ଥାପନ ପାଇଁ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେଥିରେ ସଫଳ ହେବାରୁ ଇଣ୍ଡିଆ ବୁକ ଅଫ୍‌ ରେକର୍ଡସ ପକ୍ଷରୁ ମୁଖ୍ୟ ସମ୍ପାଦକ ବିଶ୍ୱରୂପ ରାୟଚୌଧୁରୀ ତାଙ୍କୁ ପ୍ରମାଣପତ୍ର, ସିଲ୍ଡ୍‌ ଓ ପଦକ ଡାକ ଯୋଗେ ପଠାଇଛନ୍ତି। ସଫଳତା ପାଇଁ ଅଭିନନ୍ଦନ ତାଙ୍କ ମା’, ବାପାଙ୍କୁ ଶ୍ରେୟ ଦେଇଛନ୍ତି। ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri