ଚମକିଲେ ଅଭିପ୍ସା: ଉପମୁଖ୍ୟମନ୍ତ୍ରୀଙ୍କଠାରୁ ମିଳିଲା ପୁରସ୍କାର

ଛତ୍ରପୁର,୩୦।୧୦(ଦିଲ୍ଲୀପ ସାମଲ): ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟ ୫ମ ଶ୍ରେଣୀ ଛାତ୍ରୀ ଅଭିପ୍ସା ସେଠୀ ତୃତୀୟ ସ୍ଥାନ ହାସଲ କରିଛନ୍ତି। ଏହା ଓଡ଼ିଶାର ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା କିଶୋରୀ ଝିଅମାନଙ୍କୁ ସଶକ୍ତ କରିବା ପାଇଁ ଏକ ପଦକ୍ଷେପ ଥିଲା।

ଏହି ଅବସରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମ ର ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ରାଜ୍ୟର ୨୭ ଟି ଜିଲାର ପ୍ରତିନିଧିମାନେ ଆସିଥିବା ବେଳେ ଅଭିପ୍ସା ଗଞ୍ଜାମ ଜିଲାରୁ ପ୍ରତିନିଧିତ୍ୱ କରୁଥିଲେ। ବିଭାଗର କମିଶନର-ସହ-ପ୍ରମୁଖ ସଚିବ ଶୁଭା ଶର୍ମା ମଧ୍ୟ ଉପସ୍ଥିତ ଥିଲେ। ସ୍କୁଲର ପ୍ରିନସିପାଲ ରାଜେନ୍ଦ୍ର କୁମାର ପଣ୍ଡା, ଅନ୍ୟ ଶିକ୍ଷକ ଗଣ ଏହି ଇଭେଣ୍ଟରେ ଅଂଶଗ୍ରହଣ ପାଇଁ ପିଲାଟିକୁ ସହଯୋଗ ଏବଂ ଉତ୍ସାହିତ କରିଥିଲେ।

 

Dharitri – Odisha’s No.1 Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri