ରାତିରେ ଶୋଇବା ପୂର୍ବରୁ କ୍ଷମା ମାଗନ୍ତି ଅଭିଷେକ,କାରଣ ଜାଣିଲେ…

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରେ ଏକ ଲୋକପ୍ରିୟ ଚର୍ଚ୍ଚିତ ଯୋଡି ହେଉଛି ଅଭିଷେକ ବଚ୍ଚନ ଏବଂ ଐଶର୍ଯ୍ୟା ରାୟଙ୍କ ଯୋଡି । ଅଭିନୟ ଦୁନିଆରେ ଦୁହେଁ ବେଶ୍‌ ମାହିର ଥିବା ବେଳେ, ଉଭୟେ ଉଭୟଙ୍କୁ ଖୁବ ଭଲ ପାଆନ୍ତି। ନିକଟରେ ଏକ ସାକ୍ଷାତକାରରେ ଐଶର୍ଯ୍ୟା କହିଥିଲେ ଯେ, ପ୍ରତି ସ୍ତ୍ରୀ-ସ୍ବାମୀଙ୍କ ଭଳି ଆମ ଭିତରେ ମଧ୍ୟ ଝଗଡା ହୁଏ । ଯେତେବେଳେ ଗୋଟେ କଥାକୁ ନେଇ ଦୁହିଁଙ୍କ ସହମତି ନଥାଏ ସେତେବେଳେ ଏମିତି ହୁଏ । ହେଲେ ଆଜି ଯାଏ ଦୁହିଁଙ୍କ ମଧ୍ୟରେ ସେମିତି ସିରିଏସ ଝଗଡା କେବେ ବି ହୋଇ ନାହିଁ ।
ଠିକ ସେମିତି ଅଭିଷେକ ଏକ ସାକ୍ଷାତକାରରେ କହିଥିଲେ ଯେ, ଯଦି ଏମିତି ଝଗଡା ନ ହୁଅନ୍ତା ତେବେ ଆମ ବିବାହ ଜୀବନ ବୋରିଂ ହୋଇ ଯାଇଥାଆନ୍ତା । ଯେତେବେଳେ ବି ଦୁହିଁଙ୍କ ମଧ୍ୟରେ ଝଗଡା ହୁଏ , ସବୁବେଳେ ରାତିରେ ଶୋଇବା ପୂର୍ବରୁ ଅଭିଷେକ ଐଶର୍ଯ୍ୟାଙ୍କୁ କ୍ଷମା ମାଗନ୍ତି । କାହିଁକି ନାଁ ସେ ଚାହାଁନ୍ତି ପରଦିନ ସକାଳର ଆରମ୍ଭ ଖୁବ୍‌ ଭଲରେ ହେଉ । ସେ ଏକଥା କହିଛନ୍ତି ଯେ, ସାଧାରଣତଃ ମହିଳା ମାନେ ପ୍ରଥମେ ନିଜର ଭୁଲ ମାନନ୍ତି ନାହିଁ ସେଥିପାଇଁ ଝଗଡାରେ ସବୁବେଳେ ସେ ପ୍ରଥମେ କ୍ଷମା ମାଗି ନିଅନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri