ଅଭିଷେକ ହାତରୁ କାଢ଼ିଲେ ବିବାହ ମୁଦି! 

ବମ୍ବେ: ବଲିଉଡର ଚର୍ଚ୍ଚିତ ଦମ୍ପତି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କରେ ଫାଟ। ଏନେଇ କିଛି ଦିନ ଧରି କିଛି ନା କିଛି ଶୁଣିବାକୁ ମିଳୁଥିବା ବେଳେ ଏବେ କିଛି ଫଟୋ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଛି। ଫଟୋଗୁଡ଼ିକ ଅଭିଷେକଙ୍କର। ଆପଣ ଭାବୁଥିବେ ସେଥିରେ ଅସୁବିଧା କେଉଁଠି। ତେବେ ଫଟୋରେ ତାଙ୍କ ହାତରେ ନିର୍ବନ୍ଧ ମୁଦି ନଜର ଆସୁନାହିଁ। ବିବାହ ଦିନଠାରୁ ନିଜ ହାତରୁ ମୁଦିକୁ ସେ ବାହାର କରି ନ ଥିବା ବେଳେ ଏବେ କାହିଁକି ସେ ଏଭଳି କରିଛନ୍ତି ତାହାକୁ ନେଇ କଳ୍ପନାଜଳ୍ପନା
ଆରମ୍ଭ ହୋଇଛି। ଅନେକ ଐଶ୍ୱର୍ଯ୍ୟାଙ୍କ ସହ ତାଙ୍କ ସମ୍ପର୍କରେ ତିକ୍ତତା ଆସିଥିବା କଥା କହୁଛନ୍ତି।
ଅଭିଷେକଙ୍କ ଫଟୋଗୁଡ଼ିକ ଏକ କାର୍ଯ୍ୟକ୍ରମର। ସେଥିରେ ସେ ଷ୍ଟେଜ୍‌ ଉପରେ ବସି କଥା ହେଉଥିବା ଦେଖାଯାଉଛି। ହେଲେ ସବୁ ଫଟୋରେ ତାଙ୍କ ହାତରେ ବିବାହର ମୁଦି ନଜର ଆସୁନାହିଁ। ଏଣୁ ପ୍ରଶଂସକ ଚିନ୍ତାରେ ପଡ଼ିଛନ୍ତି। ହେଲେ ଏଯାଏ ଉଭୟ କିଛି ବି ମୁହଁ ଖୋଲି କହି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri