ନିମ୍ରତ କୌରଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚା ମଧ୍ୟରେ ଏମିତି ପ୍ରତିକ୍ରିୟା ଦେଲେ ଅଭିଷେକ ବଚ୍ଚନ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ତାଙ୍କ ନାଁ ଅଭିନେତ୍ରୀ ନିମ୍ରତ କୌରଙ୍କ ଯୋଡ଼ାଯାଉଛି। ଏସବୁ ଭିତରେ ନିକଟରେ ଅଭିଷେକଙ୍କୁ ବିମାନବନ୍ଦରରୁ ବାହାରକୁ ଆସୁଥିବାର ଦେଖାଯାଇଥିଲା। ଗଣମାଧ୍ୟମ ତାଙ୍କୁ କ୍ୟାମେରାରେ କଏଦ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ସେ ବହୁତ ଅପ୍‌ସେଟ୍‌ ଜଣାପଡୁଥିଲେ। ସେ ବାସ୍‌ ସେତିକି ଥାଉ ବୋଲି ହାତ ଯୋଡ଼ି କହିଥିଲେ।

ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ମତଭେଦ ହେବାର କାରଣ ନିମ୍ରତ ବୋଲି ଆଲୋଚନା ଚାଲିଛି। ଏହି କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟା ଗୋଟିଏ ଘରେ ଏକାଠି ରହୁ ନାହାନ୍ତି ଏବଂ ଏକାଠି କୌଣସି ଇଭେଣ୍ଟରେ ଯୋଗ ଦେଉନାହାନ୍ତି। କିନ୍ତୁ ଏଭଳି ଚର୍ଚ୍ଚାକୁ ନେଇ ଉଭୟଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନି।

ଅଭିଷେକ ବଚ୍ଚନଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ହେଉଛି ‘ହାଉସଫୁଲ୍‌ ୫’। ନିକଟରେ ସେ ଲଣ୍ଡନରେ ଫିଲ୍ମର ଶୁଟିଂ କରିଥିଲେ। ଏଥିରେ ଅକ୍ଷୟ କୁମାର, ଅନିଲ କପୁର, ନାନା ପାଟେକର, ରିତେଶ ଦେଶମୁଖ ଏବଂ ଚଙ୍କି ପାଣ୍ଡେଙ୍କ ଭଳି ଷ୍ଟାରମାନେ ତାଙ୍କ ସହ ନଜର ଆସିବେ। ‘ହାଉସଫୁଲ ୫’ ଜୁନ ୨୦୨୫ରେ ପ୍ରେକ୍ଷାଳୟକୁ ଆସିବ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri