ଛାଡପତ୍ର ଖବର ଉପରେ ବ୍ରେକ୍‌ ଲଗାଇଲେ ଐଶ୍ୱର୍ଯ୍ୟା-ଅଭିଷେକ, ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ମୁମ୍ବାଇ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଛାଡପତ୍ର ଗୁଜବ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ରହିଛି। ବାସ୍ତବରେ ଏହି ଦମ୍ପତିଙ୍କୁ ଅନେକ ସମୟରେ ଅଲଗା ଅଲଗା ଦେଖାଯାଆନ୍ତି। ଯେଉଁ କାରଣରୁ ଗୁଜବ ପ୍ରଚାରିତ ହେଲା ଯେ ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ବିବାହିତ ଜୀବନ ଭଲରେ ଚାଲିନାହିଁ। ତେବେ ଅଲଗା ହେବାର ଗୁଜବ ଉପରେ ଏହି ଦମ୍ପତି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। କିନ୍ତୁ ବର୍ତ୍ତମାନ ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କ ନୂତନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଯେଉଁଥିରେ ଏହି ଦମ୍ପତି ଏକାଠି ବହୁତ ଖୁସି ଦେଖାଯାଉଛନ୍ତି। ଏହା ସହିତ ଏହି ଦମ୍ପତି ସେମାନଙ୍କ ଅଲଗା ହେବାର ଗୁଜବ ଉପରେ ବ୍ରେକ୍‌ ଲଗାଇଛନ୍ତି।

କହୁରଖୁଛୁ ଯେ ଚଳଚ୍ଚିତ୍ର ନିର୍ମାତା ଅନୁ ରଞ୍ଜନ ତାଙ୍କ ଇନଷ୍ଟାରେ ଏକ ପାର୍ଟିର ଫଟୋ ଶେୟାର କରିଛନ୍ତି। ଫଟୋରେ ଅଭିଷେକ ବଚ୍ଚନ ତାଙ୍କ ପତ୍ନୀ ଐଶ୍ୱର୍ଯ୍ୟା ରାୟ ଏବଂ ଶାଶୁ ବୃନ୍ଦା ରାଜଙ୍କ ସହ ଫଟୋ କ୍ଲିକ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri