Posted inଜାତୀୟ

କୋଲକାତା ଘଟଣାରେ ମୁହଁ ଖୋଲିଲେ ଅଭିଷେକ ବାନାର୍ଜୀ, ମମତାଙ୍କୁ କହିଲେ ଦୁଃଖର ବିଷୟ…

କୋଲକାତା ,୨୨।୮: କୋଲକାତା ଟ୍ରେନି ଡାକ୍ତର ବଳାତ୍କାର ଓ ହତ୍ୟା ମାମଲାରେ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ତେବେ ଏହି ମାମଲାକୁ ନେଇ ଟିଏମସି ଏମପି ତଥା ପାର୍ଟି ମହାସଚିବ ଅଭିଷେକ ବାନାର୍ଜୀ ମୁହଁ ଖୋଲିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ମମତାଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ବଳାତ୍କାର ମାମଲାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଏଥିପାଇଁ କଠୋରରୁ କଠୋର ନିୟମ ଆସୁ। ବଳାତ୍କାରୀ ଓ ହତ୍ୟାକରୀଙ୍କ ବିରୋଧରେ ତୁରନ୍ତ ମକଦ୍ଦମା କରାଯାଉ ବୋଲି ସେ ଆହ୍ବନ କରିଛନ୍ତି।

ସେ ଆହୁରି ଲେଖିଛନ୍ତି, ଦେଶର ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ୯୦ ବଳାତ୍କାର ମାମଲା ସାମ୍ନାକୁ ଆସୁଛି। ଏଥିପାଇଁ ତୁରନ୍ତ ପଦକ୍ଷେପ ନିଆଯାଇ କଠୋର ନିୟମ ଅଣାଯିବା ଉଚିତ୍‌। ଗତ ୧୦ଦିନ ଧରି ପୂରା ଦେଶରେ ଆରଜି ମେଡିକାଲ ଘଟଣାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଠିକ୍‌ ଏହି ସମୟରେ ଦେଶର ବିଭିନ୍ନ ଅଞ୍ଚଳରେ ୯୦୦ ବଳାତ୍କାର ଘଟଣା ଦେଖିବାକୁ ମିଳୁଛି। ଦୁଃଖର ବିଷୟ ଏହା କି, ଏହିସବୁ ଘଟଣାକୁ ନେଇ ସ୍ଥାୟୀ ସମାଧାନ ନିମନ୍ତେ କିଛି ପଦକ୍ଷେପ ନିଆଯାଉ ନାହିଁ।

ମମତାଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି, ରାଜ୍ୟ ସରକାରଙ୍କୁ ଏନେଇ ତୁରନ୍ତ ପଦକ୍ଷେପ ନିଅନ୍ତୁ। ବଳାତ୍କାର ଘଟଣାରେ କଡା ଆଇନ୍‌ ଆଣିବାକୁ ରାଜ୍ୟ ସରକାର କେନ୍ଦ୍ରକୁ ଦାବି କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri