ଆରପାରିରେ ଅଭିନେତା ଅଭିଷେକ ଟାର୍ଟାଜୀ

ବଙ୍ଗାଳୀ ସିନେମାର ଜଣାଶୁଣା ଅଭିନେତା ଅଭିଷେକ ଟାର୍ଟାଜୀଙ୍କ ଗୁରୁବାର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ବିଗତ କିଛିଦିନ ହେଲା ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ ଅଭିଷେକ । ଅନେକ ଚେଷ୍ଟା ପରେ ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । ଅଭିଷେକଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ ପ୍ରକାଶ କରିବା ସହ ସିନେମାଜଗତ ଦୁଃଖରେ ଭାଙ୍ଗି ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri