ଆମୀରଙ୍କ ସହ ଫିଲ୍ମରେ କାମ କରିବାକୁ ଚାହାନ୍ତିନି ଅଭିଷେକ

ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ଏବେ ସେ ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନିଜର ଅଭିନୟ କ୍ୟାରିୟରର ଷ୍ଟ୍ରଗଲ ଲାଇଫ୍‌ ବିଷୟରେ କହୁଛନ୍ତି। ଏଥିସହ ସେ ମିଷ୍ଟର ପରଫେକ୍ଟ ଆମୀର ଖାନ୍‌ଙ୍କ ସହ ଫିଲ୍ମରେ କାମ କରିବାକୁ ଚାହାନ୍ତି ନାହିଁ, ବରଂ ତାଙ୍କ ନିର୍ଦ୍ଦେଶନାରେ କାମ କରିବାକୁ ପସନ୍ଦ କରିବେ ବୋଲି ଅଭିଷେକ କହିଛନ୍ତି। ଧୂମ୍‌ ଫ୍ରାଞ୍ଚାଇଜ୍‌ର ତୃତୀୟ ସିନେମାରେ ଅଭିଷେକ ଆମୀରଙ୍କ ସହ କାମ କରିଥିଲେ।
ଜୁନ୍‌ ୩୦ରେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିଷେକଙ୍କର ୨୦ ବର୍ଷ ପୂରଣ ହେବାକୁ ଯାଉଛି। ଜେପି ଦତ୍ତାଙ୍କ ଫିଲ୍ମ ‘ରିଫ୍ୟୁଜ୍‌’ରୁ ସେ କରୀନା କପୁରଙ୍କ ସହ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ।


All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ ସହିତ ସ୍କୁଟିରେ ବୁଲିଲେ ଶ୍ରଦ୍ଧା କପୁର: ଭିଡ଼ିଓ ଭାଇରାଲ

ମୁମ୍ବାଇ, ୧୦।୬: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଶ୍ରଦ୍ଧା ବୟଫ୍ରେଣ୍ଡ ରୋହନ ଶ୍ରେଷ୍ଠଙ୍କ...

ଅମିତାଭ ବଚ୍ଚନଙ୍କ ବର୍ଷା ଟିପ୍ସ: ଏହି ମନ୍ତ୍ର ଜପନ୍ତୁ, ମିଳିବ ଭଲ ଭଲ ଖାଦ୍ୟ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥାନ୍ତି। ବେଳେବେଳେ ମଜା ମଜା କଥା କହି ଦର୍ଶକଙ୍କ ମନୋରଞ୍ଜନ ମଧ୍ୟ କରିଥାନ୍ତି। ନିକଟରେ...

ଦ୍ୱିତୀୟ ଥର ମା’ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଲିଜା ହେଡେନ୍‌ଙ୍କ ଘରକୁ ଖୁସି ଖବର ଆସିଛି। ସେ ଦ୍ୱିତୀୟ ଥର ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ...

୨୫ ବର୍ଷ ସାନ ନାୟିକାଙ୍କ ସହ ରୋମାନ୍ସ କରିବେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କଠାରୁ ୨୫ ବର୍ଷ ସାନ ନାୟିକାଙ୍କ ସହ ରୋମାନ୍ସ କରିବେ ବୋଲି ଜଣାପଡିଛି। ୨୦୨୦ ଇଦ୍‌ରେ...

ସୁପରହିଟ୍‌ ଫିଲ୍ମର କିଛି ଭୁଲ ଦୃଶ୍ୟ

ବଲିଉଡ୍‌ରେ ପ୍ରତି ଶୁକ୍ରବାର କିଛି ନା କିଛି ଫିଲ୍ମ ରିଲିଜ୍‌ ହୋଇଥାଏ। ସେଥିମଧ୍ୟରୁ କିଛି ସିନେମା ବକ୍ସ ଅଫିସରରେ ଭଲ ବ୍ୟବସାୟ କରୁଥିବା ବେଳେ ଆଉ...

‘ଦବଙ୍ଗ ୩’ରେ ପ୍ରଶଂସକଙ୍କ ଡାଏଲଗ କହିବେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ପ୍ରଶଂସକଙ୍କ ଡାଏଲଗ କହିବେ ବୋଲି ଶୁଣିବାକୁ ମିଳିଛି। ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ‘ଦବଙ୍ଗ ୩’କୁ...

୨୧ବର୍ଷ ପରେ ଅଲଗା ହେଲେ ଅର୍ଜୁନ-ମେହେର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଜୁନ ରାମପାଲ ତାଙ୍କ ସ୍ତ୍ରୀ ମେହେର ଜେସିୟାଙ୍କଠାରୁ ଦୀର୍ଘ ୨୧ ବର୍ଷ ପରେ ବିଧିବଦ୍ଧ ଭାବେ ଅଲଗା ହୋଇଯାଇଥିବା ସୂଚନା ମିଳିଛି।...

ଛାଡ଼ପତ୍ରର ୨ ବର୍ଷ ପରେ ଏମିତି କହିଲେ ଅରବାଜ୍‌

୧୮ ବର୍ଷର ସାଂସାରିକ ଜୀବନ ବିତାଇବା ପରେ ମଲାଇକା ଆରୋରା ଏବଂ ଏବଂ ଅରବାଜ୍‌ ଖାନ୍‌ ଅଲଗା ହୋଇଗଲେ। ଏମାନଙ୍କ ଛାଡ଼ପତ୍ରକୁ ୨ ବର୍ଷ ପୂରିଛି।...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *