ଶିଜାନ୍‌ ଖାନଙ୍କ ବଦଳରେ ନଜର ଆସିବେ ଏହି ଅଭିନେତା

ମୁମ୍ବାଇ: ସୋନି ସବ୍‌ରେ ପ୍ରସାରିତ ହେଉଥିବା ଶୋ’ ‘ଅଲି ବାବା: ଦସ୍ତାନ-ଇ-କାବୁଲ’ ବିଷୟରେ ଏକ ବଡ ଅପଡେଟ୍‌ ସାମ୍ନାକୁ ଆସିଛି। ଶୋ’ର ମୁଖ୍ୟ ଚରିତ୍ରରେ ଥିବା ଶିଜାନ୍‌ ଖାନଙ୍କ ବଦଳରେ ଆଉ ଜଣେ ଟେଲି ଅଭିନେତା ଅଭିଷେକ ନିଗମ ନଜର ଆସିବେ। ଶୋ’ର ସେଟ୍‌ରେ ମୁଖ୍ୟ ଅଭିନେତ୍ରୀ ତୁନିଶା ଶର୍ମାଙ୍କ ମୃତ୍ୟୁ ପରେ ଶିଜାନ୍‌ ଖାନଙ୍କୁ ପୋଲିସ ଗିରଫ କରିଥିଲା। ଯାହା ପରେ ଶିଜାନଙ୍କ ବଦଳରେ କିଏ ଅଭିନୟ କରିବେ ବୋଲି କୁହାଯାଉଥିଲା। ବର୍ତ୍ତମାନ ନିର୍ମାତାଙ୍କୁ ଶିଜାନଙ୍କ ବଦଳରେ ଅଭିଷେକଙ୍କୁ ପସନ୍ଦ କରିଛନ୍ତି। ଅନ୍ୟପଟେ, ପ୍ରଶଂସକମାନେ ଅନୁଭବ କରିଥିଲେ ଯେ ଶୋ’ର ମୁଖ୍ୟ କଳାକାରଙ୍କ ଗିରଫ ପରେ ଶୋ’ ବନ୍ଦ ହୋଇପାରେ। ଏଭଳି ସମୟରେ ନିର୍ମାତା ସ୍ପଷ୍ଟ କରିଛନ୍ତି ଯେ ଶୋ’ କୌଣସି ପରିସ୍ଥିତିରେ ବନ୍ଦ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri