ଛାଡପତ୍ର ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଅଭିଷେକ, କହିଲେ ଜୀବନ ବଦଳିଗଲା…

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଖବର ଫିଲ୍ମ ଇଣ୍ଡଷ୍ଟ୍ରିରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏହି ଫାଟ ପଛରେ ନିମ୍ରତ କୌରଙ୍କୁ ଦାୟୀ କରାଯାଉଛି। ତେବେ ଏହି ଛାଡପତ୍ର ଏବଂ ଆଫେୟାର ଖବର ମଧ୍ୟରେ ଅଭିଷେକ ବଚ୍ଚନ ନିକଟରେ ତାଙ୍କର ଆଗାମୀ ଫିଲ୍ମ ‘ଆଇ ୱାଣ୍ଟ ଟୁ ଟକ’ ର ମ୍ୟୁଜିକ ଲଞ୍ଚକୁ ଆସିଥିଲେ। ଏହି ସମୟରେ ସେ ଛାଡପତ୍ର ଗୁଜବକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୋତେ ଏହି ସମ୍ପର୍କର ଫାଟ ଖବର ସହ ଯୋଡିବାକୁ ଚେଷ୍ଟା କରାଯାଉଛି।

କାର୍ଯ୍ୟକ୍ରମରେ ଅଭିଷେକ ଟିକେ ବିଳମ୍ବରେ ପହଞ୍ଚିଥିଲେ। ଏଥିପାଇଁ ସେ କ୍ଷମା ମାଗିଥିଲେ। ଏହା ପରେ ସେ କହିଥିଲେ, ‘ମୁଁ ଆଶା କରେ ଆପଣ ସମସ୍ତେ ଜୀବନରେ କିଛି ରିଲେଟ କରିବାକୁ ସମର୍ଥ ହେବେ। ଆମେ ସମସ୍ତେ ଜୀବନର ଦ୍ୱନ୍ଦ୍ୱରେ ଫସି ରହିଛୁ । ଆମେ ଯାହା ଚାହୁଁଛୁ ତାହା କରୁଛୁ ।

ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଭିନେତା ଭାବରେ ଏହା ଆପଣଙ୍କୁ ଆଶ୍ୱାସନା ଦେଇଥାଏ ଯେ ସମସ୍ତଙ୍କ ପାଇଁ ଟିକିଏ ସ୍ଥାନ ଅଛି। ମୁଁ ଆଶା କରେ ଆପଣ ସମସ୍ତେ ଏହି ଫିଲ୍ମରେ ଆପଣଙ୍କ ଜୀବନରେ କିଛି ସାମଞ୍ଜସ୍ୟ ପାଇପାରିବେ । ଆମେ ସମସ୍ତେ ଜୀବନରେ ଦୌଡି ଦୌଡି ଅଟକି ଯାଇଛୁ, ଆମେ ଯାହା କରୁଛୁ ତାହା ଉପଭୋଗ କରୁଛୁ। କିନ୍ତୁ ଯଦି ଆମେ ଏପରି ଭାବିବା ଯେ, ମୁଁ କିଛି ଅଲଗା କରିପାରେ, ବୋଧହୁଏ ମୁଁ କିଛି ଅଲଗା ଚେଷ୍ଟା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri