ଛାଡପତ୍ର ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଅଭିଷେକ, କହିଲେ ଜୀବନ ବଦଳିଗଲା…

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଖବର ଫିଲ୍ମ ଇଣ୍ଡଷ୍ଟ୍ରିରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏହି ଫାଟ ପଛରେ ନିମ୍ରତ କୌରଙ୍କୁ ଦାୟୀ କରାଯାଉଛି। ତେବେ ଏହି ଛାଡପତ୍ର ଏବଂ ଆଫେୟାର ଖବର ମଧ୍ୟରେ ଅଭିଷେକ ବଚ୍ଚନ ନିକଟରେ ତାଙ୍କର ଆଗାମୀ ଫିଲ୍ମ ‘ଆଇ ୱାଣ୍ଟ ଟୁ ଟକ’ ର ମ୍ୟୁଜିକ ଲଞ୍ଚକୁ ଆସିଥିଲେ। ଏହି ସମୟରେ ସେ ଛାଡପତ୍ର ଗୁଜବକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୋତେ ଏହି ସମ୍ପର୍କର ଫାଟ ଖବର ସହ ଯୋଡିବାକୁ ଚେଷ୍ଟା କରାଯାଉଛି।

କାର୍ଯ୍ୟକ୍ରମରେ ଅଭିଷେକ ଟିକେ ବିଳମ୍ବରେ ପହଞ୍ଚିଥିଲେ। ଏଥିପାଇଁ ସେ କ୍ଷମା ମାଗିଥିଲେ। ଏହା ପରେ ସେ କହିଥିଲେ, ‘ମୁଁ ଆଶା କରେ ଆପଣ ସମସ୍ତେ ଜୀବନରେ କିଛି ରିଲେଟ କରିବାକୁ ସମର୍ଥ ହେବେ। ଆମେ ସମସ୍ତେ ଜୀବନର ଦ୍ୱନ୍ଦ୍ୱରେ ଫସି ରହିଛୁ । ଆମେ ଯାହା ଚାହୁଁଛୁ ତାହା କରୁଛୁ ।

ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଭିନେତା ଭାବରେ ଏହା ଆପଣଙ୍କୁ ଆଶ୍ୱାସନା ଦେଇଥାଏ ଯେ ସମସ୍ତଙ୍କ ପାଇଁ ଟିକିଏ ସ୍ଥାନ ଅଛି। ମୁଁ ଆଶା କରେ ଆପଣ ସମସ୍ତେ ଏହି ଫିଲ୍ମରେ ଆପଣଙ୍କ ଜୀବନରେ କିଛି ସାମଞ୍ଜସ୍ୟ ପାଇପାରିବେ । ଆମେ ସମସ୍ତେ ଜୀବନରେ ଦୌଡି ଦୌଡି ଅଟକି ଯାଇଛୁ, ଆମେ ଯାହା କରୁଛୁ ତାହା ଉପଭୋଗ କରୁଛୁ। କିନ୍ତୁ ଯଦି ଆମେ ଏପରି ଭାବିବା ଯେ, ମୁଁ କିଛି ଅଲଗା କରିପାରେ, ବୋଧହୁଏ ମୁଁ କିଛି ଅଲଗା ଚେଷ୍ଟା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri