Posted inଖେଳ

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ ୫ ଚୌକା ଓ ୪ ଛକା ବଳରେ ୫୧ ରନ୍‌ କରିଥିଲେ। ଏହା ଭାରତୀୟ ବ୍ୟାଟରଙ୍କ ଲାଗି ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ।

ଦ୍ରୁତତମ ଅର୍ଦ୍ଧଶତକ ରେକର୍ଡ ପୂର୍ବତନ ଭାରତୀୟ ଅଲ୍‌ରାଉଣ୍ଡର ତଥା ଅଭିଷେକଙ୍କ ମେଣ୍ଟର ଯୁବରାଜ ସିଂଙ୍କ ନାମରେ ରହିଛି। ସେ ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ୧୨ ବଲ୍‌ରେ ଅର୍ଦ୍ଧଶତକ ପୂରଣ କରିଥିଲେ, ଯେଉଁଥିରେ ଗୋଟିଏ ଓଭରରେ ୬ ଛକା ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ମେରେ ୫ ରାଶି ଉପରେ ରହିଛି ବିପଦ, ଆଲର୍ଟ…

ଗ୍ରହମାନଙ୍କର ଗତି ଏବଂ ପରିବର୍ତ୍ତନ ଯୋଗୁଁ ମେ ମାସରେ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି । ଫଳସ୍ୱରୂପ, ଅନେକ ରାଶିକୁ ଆର୍ଥିକ ଅସୁବିଧା, ସ୍ୱାସ୍ଥ୍ୟ ସମ୍ବନ୍ଧୀୟ…

ପାଠପଢ଼ା ସହ କ୍ରୀଡ଼ାରେ ଆଉ ପାଦେ ଆଗେଇଛି ଭଞ୍ଜନଗର କେ.ଭି., ବାଳିକା ଭଲିବଲ ଟିମ୍‌ ଚାମ୍ପିୟନ, ବାଳକ ରନର୍ସ-ଅପ୍‌

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟଠାରେ ଗତ ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ଆଞ୍ଚଳିକ ସ୍ତରୀୟ ୫୫ ତମ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା।…

ଭଡ଼ାଘରେ ଝୁଲୁଛି ଯନ୍ତ୍ରୀଙ୍କ ମୃତଦେହ: ଗୁଡଭେଲାରେ ଚାଞ୍ଚଲ୍ୟ

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତ ଦେହ ତୁଷୁରା ପୋଲିସ…

କ୍ୟାବ୍‌ ଡ୍ରାଇଭରଙ୍କ ଝିଅ ହେଲେ CBI ଅଫିସର, ଲୋକଙ୍କୁ ସଫଳତାର କାହାଣୀ କହି ବାପା…

ଲକ୍ଷ୍ନୌ,୨୯ା୪: ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ସାମ୍ନାକୁ ଆସେ ଯାହା ହୃଦୟକୁ ଛୁଇଁଯାଏ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ…

ବୁଢୀମା’ର ସୁଦ୍ଧିକ୍ରିୟାକୁ ଯିବାକୁ ମନାକଲେ ବଡ଼ଭାଇ, କୁରାଢୀରେ ହାଣିଦେଲେ ସାନଭାଇ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ): ବୁଢୀ ମା’ର ସୁଦ୍ଧିକ୍ରିୟାକୁ ଯିବାକୁ ମନା କରିବାରୁ ବଡଭାଇକୁ କୁରାଢୀରେ ହାଣି ପକାଇଲେ ସାନଭାଇ । ଗୁରୁତର ବଡଭାଇ ଏବେ ଡାକ୍ତରଖାନାରେ ମୃତ୍ଯୁ…

ଏଣିକି OTP ବିନା ମିଳିବନି LPG ସିଲିଣ୍ଡର! ମେ ପହିଲାରୁ ଲାଗୁ ହେବ ନୂଆ ନିୟମ…

ଯଦି ଆପଣ ମଧ୍ୟ ଘରେ ଗ୍ୟାସ ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ୧ ମେରୁ ସାରା ଦେଶରେ ଏଲପିଜି…

ଗୋରକ୍ଷକଙ୍କ ଉପରକୁ ଗୁଳି ଚଳାଇଲେ ଗୋତସ୍କର, ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବୈଶିଙ୍ଗା,୨୯।୪(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଦିନକୁ ଦିନ ଗୋରୁ ଚୋରା ଚାଲାଣ ବୃଦ୍ଧି ପାଉଥିବା ବେଳେ ଏହି ଗ୍ୟାଙ୍ଗ ସହ ଜଡ଼ିତ ଅସାମାଜିକ ବ୍ୟକ୍ତିମାନଙ୍କର…

ନ୍ୟୁୟର୍କର ସବୁଠାରୁ ମହଙ୍ଗା ରାସ୍ତାରେ ଦେଶୀ ବିବାହ ଶୋଭାଯାତ୍ରା, ବଲିଉଡ୍‌ ଗୀତରେ ଧୂମ୍‌ ନାଚିଲେ ବରକନ୍ୟା

ବିଦେଶୀ ରାସ୍ତାରେ ଅନେକ କିଛି ଦେଖିଥିବେ। କିନ୍ତୁ ଯେତେବେଳେ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ବ୍ୟସ୍ତବହୁଳ ରାସ୍ତା ମଧ୍ୟରୁ ଗୋଟିଏ ନ୍ୟୁୟର୍କର ଫିପ୍‌ଥ ଆଭେନ୍ୟୁର ଏକ ଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri