ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି ନିମ୍ରତ କୌରଙ୍କ ସହ ତାଙ୍କ ସମ୍ପକକୁ ନେଇ ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟ ଲାଇମଲାଇଟକୁ ଆସିଛନ୍ତି। ଏସବୁ ମଧ୍ୟରେ ଯାହାକୁ ନେଇ ଅଧିକ ଚର୍ଚ୍ଚା ହେଉଛି ତାହା ହେଉଛି ଅଭିଷେକଙ୍କ ପୋଷ୍ଟ। ଅଭିଷେକ ପୋଷ୍ଟରେ ଏମିତି କିଛି ଲେଖିଛନ୍ତି ଯାହାକୁ ନେଇ ଛାଡପତ୍ର ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଛି। ଅଭି ଲେଖିଛନ୍ତି, ଆଇ ୱାଣ୍ଟ ଟୁ ଟକ୍‌…ବହୁତ କିଛି କହିବାକୁ ଅଛ। ଅଭିଙ୍କ ଏହି ଲେଖା କାହାକୁ ଇଙ୍ଗିତ କରୁଛି? ଏହାକୁ ନେଇ ପୁରା ଫ୍ୟାନ୍ସ ତାଜୁବ କରି ଦେଇଛନ୍ତି। ତେବେ ଜାଣନ୍ତୁ ପୋଷ୍ଟ ପଛର କାରଣ କ’ଣ।

 

View this post on Instagram

 

A post shared by Abhishek Bachchan (@bachchan)

ଅଭିଷେକ ବଚ୍ଚନଙ୍କ ନିକଟରେ ସେ ଏକ ପୋଷ୍ଟ ସେୟାର କରିଛନ୍ତି। ଏହି ପୋଷ୍ଟରେ ଅଭିଷେକ ତାଙ୍କର ଆଗାମୀ ଫିଲ୍ମ ‘ଆଇ ୱାଣ୍ଟ ଟୁ ଟକ୍‌’ର ରିଲିଜ ତାରିଖ ଘୋଷଣା କରିଛନ୍ତି। ଇନଷ୍ଟାଗ୍ରାମରେ ଫିଲ୍ମର ପୋଷ୍ଟର ଶେୟାର କରି ଅଭିଷେକ କ୍ୟାପସନରେ ଲେଖିଛନ୍ତି, ‘ବହୁତ କିଛି କହିବାକୁ ଅଛି, କିନ୍ତୁ ଏକ ଚଳଚ୍ଚିତ୍ର ହଜାର ହଜାର ଶବ୍ଦ କହିଥାଏ। #IWantToTalk ନଭେମ୍ବର ୨୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri