ପରଲୋକରେ ଅନୁଭବ ମହାନ୍ତିଙ୍କ ବାପା, କିଡନୀ ରୋଗରେ ଥିଲେ ପୀଡ଼ିତ

କଟକ,୧୫।୨: ପରଲୋକରେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି।କଟକ ନନ୍ଦିସାହି ସ୍ଥିତ ବାସଭବନରେ ଅଭୟ ମହାନ୍ତିଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା।

ଦୀର୍ଘଦିନ ଧରି ଅଭୟ କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଡାଇଲିସିସ୍‌ ଚାଲିଥିଲା। ବାପାଙ୍କର ଚିକିତ୍ସା ପାଇଁ ଅନୁଭବ ନିୟମିତ ହସ୍ପିଟାଲ ନେବା ଆଣିବା କରୁଥିଲେ। ତେବେ ଅନୁଭବଙ୍କର ସବୁ ଉଦ୍ୟମ ପରେ ମଧ୍ୟ ସେ ପିତୃଶୂନ୍ୟ ହୋଇଯାଇଛନ୍ତି। ଅଭୟଙ୍କର ମୃତ୍ୟୁ ଖବର ପାଇ ସମ୍ପର୍କୀୟ ଏବଂ ଆତ୍ମୀୟ ସ୍ୱଜନ ଆସି ଅନୁଭବଙ୍କ ନନ୍ଦିସାହି ସ୍ଥିତ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରୁଛନ୍ତି। ବହୁ ସ୍ଥାନୀୟ ବିଶିଷ୍ଟ ବକ୍ତି ମଧ୍ୟ ତାଙ୍କର ଶେଷ ଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri