ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ରବୀନ୍ଦ୍ର।

ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ମିଶିଥିଲେ।  ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ ହୋଇଥିଲେ। ଶତାଧିକ ସମର୍ଥକଙ୍କୁ ନେଇ ପାର୍ଟି ଅଫିସ୍ ଆସି ପଦ୍ମ ଧରିଥିଲେ  ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ମିଶିଥିଲେ।

ପ୍ରକାଶଥାଉକି, ସେ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଥିଲେ । ବାଲେଶ୍ବରବାସୀଙ୍କ ସେବା କରି ଆସିଛି । ଦଳ ସହିତ ମୋର ଦୀର୍ଘ ଦିନର ସମ୍ପର୍କ ମୋ ପାଇଁ ଏକ ସ୍ମରଣୀୟ ଯାତ୍ରା ହୋଇ ରହିବ ବୋଲି କହିଥିଲେ ରବୀନ୍ଦ୍ର । ରାଜ୍ୟସଭା ନିର୍ବାଚନ ପୂର୍ବରୁ ତାଙ୍କ ଦଳ ଛାଡିବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା । ରବୀନ୍ଦ୍ରଙ୍କ ପତ୍ନୀ ସୁବାସିନୀ ଜେନା ବିଜେଡି ଟିକେଟରେ ବସ୍ତାରୁ ବିଧାୟକ ରହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri