ଅବକାରୀ ଚଢ଼ାଉ, ବନ୍ଧା ହେଲେ ୪ ଯୁବକ

ବ୍ରହ୍ମପୁର ଅଫିସ,୨୩।୯: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ ଭଞ୍ଜନଗରରେ ଚଢ଼ାଉ କରି ୪୧କେଜି ଗଞ୍ଜେଇ ଜବତ କରିଛି। ଏସଂକ୍ରାନ୍ତରେ ୪ଟି ମାମଲାରେ ୪ଜଣଙ୍କୁ ଗିରଫ କରାଯାଇଛି। ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ଟିମ୍‌ ଭଞ୍ଜନଗର ଫରେଷ୍ଟ ଗେଟ୍‌ ନିକଟରେ ଛପି ରହିଥିଲା। ଏହାପରେ ସେମାନଙ୍କ ଉପରେ ଚଢ଼ାଉ କରିଥିଲା। ଯାଞ୍ଚ ବେଳେ ୪ଜଣଙ୍କୁ ପୋଲିସ ଅଟକ ରଖିଥିବା ବେଳେ ତାଙ୍କଠାରୁ ୪୧କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ସଚିନ କହଁର, ନରେଶ କୁମାର, ସନ୍ତୋଷ ସର୍ଦ୍ଦାର, ଗଣେଶ ଡାକୁଆଙ୍କୁ ଗିରଫ କରାଯାଇଥିବା ନେଇ ଅବକାରୀ ବିଭାଗ ଡେପୁଟି କମିଶନର ଅଶୋକ କୁମାର ଶତପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ତତ୍‌କ୍ଷଣାତ ୨୦ ସମସ୍ୟାର ସମାଧାନ କଲେ ଅତିରିକ୍ତ ଜିଲା ନିର୍ବାହୀ ଅଧିକାରୀ

ପୁରୁଷୋତ୍ତମପୁର,୯।୨ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତରେ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri