Posted inଜାତୀୟ

‘ଏଥର ଦିଲ୍ଲୀରେ ‘ଇଣ୍ଡିଆ’ସରକାର’, ମମତା ବାନାର୍ଜୀଙ୍କ ଫଟୋ ସହ କୋଲକାତାରେ ଲାଗିଲା ନୂଆ ପୋଷ୍ଟର

କୋଲକାତା,୫।୮: ବିରୋଧୀ ଦଳର ମିଳିତ ମଞ୍ଚ ‘ଇଣ୍ଡିଆ’ ଘୋଷଣା ପରେ ଏହାର ପ୍ରଭାବ ପଶ୍ଚିମବଙ୍ଗ ରାଜନୀତିରେ ଦେଖା ଦେଲାଣି। ରାଜଧାନୀ କୋଲକାତାରେ ଇଣ୍ଡିଆ ମିଳିତ ମଞ୍ଚକୁ ନେଇ ନୂଆ ପୋଷ୍ଟର ଲଗାଯାଇଛି। ସ୍ଥାନେ ସ୍ଥାନେ ଲାଗିଥିବା ଏହି ପୋଷ୍ଟର ଦିଲ୍ଲୀ ଆଡକୁ ସୂଚାଇ ଏହି ପୋଷ୍ଟରଗୁଡିକ ମମତା ବାନାର୍ଜୀଙ୍କ ଫଟୋ ସହିତ ଲେଖାଯାଇଛି – ‘ଅବକି ବାର ଦିଲ୍ଲୀ ମେ ଇଣ୍ଡିଆ ସରକାର’। ବିଶେଷ କଥା ହେଉଛି ପଶ୍ଚିମବଙ୍ଗରେ ଲଗାଯାଇଥିବା ଏହି ପୋଷ୍ଟରଗୁଡିକ ହିନ୍ଦୀରେ ଲେଖାଯାଇଛି।

୨୦୨୪ ଲୋକ ସଭା ନିର୍ବାଚନରେ ୨୬ ଟି ବିରୋଧୀ ଦଳ ଏକତ୍ରିତ ହୋଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ ଏନଡିଏର ବିଜୟ ରଥକୁ ବନ୍ଦ କରବାକୁ ପ୍ରୟାସ କରୁଛନ୍ତି। ଜୁଲାଇ ୧୮ରେ, କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଏହି ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଠାରେ ସମସ୍ତେ ଇଣ୍ଡିଆରନ ନାସଲାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ-ଇଣ୍ଡିଆ ନାମକ ଏକ ଏନଡିଏ ବିରୋଧୀ ଫ୍ରଣ୍ଟ ଗଠନ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri