ପ୍ରାର୍ଥତ୍ତ୍ୱ ପରିବର୍ତ୍ତନ ନ ହେବାରୁ ଭାଜପାରୁ ଇସ୍ତଫା ଦେଲି

ଜି.ଉଦୟଗିରି,୮ା୪(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବିଧାନସଭା ଭାଜପା ପ୍ରାର୍ଥୀ ଭାବେ ମାନଗୋବିନ୍ଦ ପ୍ରଧାନଙ୍କ ନାମ ଘୋଷଣା ହେବାପରେ ତାଙ୍କୁ ବିରୋଧ କରି ଦଳରେ ଅସନ୍ତୋଷ ଲାଗି ରହିଥିଲା। ୩ଦିନ ତଳେ ଦଳୀୟ କର୍ମକର୍ତ୍ତାମାନେ ଏକାଠି ହୋଇ ଖବରଦାତା ସମ୍ମିଳନୀ କରି ପ୍ରାର୍ଥୀ ପରିବର୍ତ୍ତନ ନ କଲେ ସାମୁହିକ ଭାବେ ଦଳରୁ ଇସ୍ତଫା ଦେବେ ବୋଲି ଚେତାବନୀ ଦେଇଥିଲେ।

ପ୍ରାର୍ଥତ୍ତ୍ୱ ପରିବର୍ତ୍ତନ ନ ହେବାରୁ ରବିବାର ଜିଲା କୃଷକ ମୋର୍ଚ୍ଚା ସଭାପତି ଅବନେଶ୍ୱର ପ୍ରଧାନ ଦଳରୁ ପ୍ରାଥମିକ ସଭ୍ୟପଦରୁ ଇସ୍ତଫା ଦେଇଛନ୍ତି। ସେ ଦୀର୍ଘବର୍ଷ ହେଲା ଶୃଙ୍ଖଳିତ କର୍ମୀ ଭାବେ ଦଳ ପାଇଁ କାମ କରୁଥିଲେ। ଏବେ ସାଧାରଣ ନିର୍ବାଚନରେ ଅଣଦେଖା କରାଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହା ସହିତ ଠିକ୍‌ ପ୍ରାର୍ଥୀ ଚୟନ ହୋଇ ନ ଥିବା ଅଭିଯୋଗ କରିଛନ୍ତି। ଅବନେଶ୍ୱରଙ୍କ ଇସ୍ତଫା ନିର୍ବାଚନରେ ଭାଜପା ଉପରେ ପ୍ରଭାବ ପକାଇବ ବୋଲି ତାଙ୍କ ସମର୍ଥକମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri