ଆର୍ଜେଣ୍ଟିନାରେ ଗର୍ଭପାତକୁ ଅନୁମତି

ବୁଏନ୍ସ ଏରିସ୍‌, ୩୧ା୧୨: ପ୍ରସବ ପାଇଁ ଇଚ୍ଛା କରୁ ନ ଥିବା ମହିଳା ଗର୍ଭପାତ କରାଇଲେ ତାହା ଆଇନସମ୍ମତ। ଏ ସଂକ୍ରାନ୍ତ ବିଲ୍‌ ଆର୍ଜେଣ୍ଟିନା ସିନେଟ୍‌ରେ ଅନୁମୋଦିତ ହୋଇଛି। ଦଶନ୍ଧି ଧରି ମହିଳାଙ୍କ ଏହି ଅଧିକାର ପାଇଁ ଦାବି ରଖି ଆସୁଥିବା ସଙ୍ଗଠନଗୁଡ଼ିକ ପକ୍ଷରୁ ଉତ୍ସବ ପାଳନ କରାଯାଇଛି। ଗର୍ଭଧାରଣର ୧୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରାଯାଇପାରିବ। ବଳାତ୍କାର ପୀଡ଼ିତା କିମ୍ବା ପ୍ରସବ ପରେ ମା’ଙ୍କ ଜୀବନ ପ୍ରତି ବିପଦ ଥିବା ମାମଲାରେ ମଧ୍ୟ ଆବର୍ସନକୁ ଅନୁମତି ମିଳିଛି। ଏହି ବିଲ୍‌ ପୂର୍ବରୁ ଆର୍ଜେଣ୍ଟିନା ଚାମ୍ବର ଅଫ୍‌ ଡେପୁଟି ଦ୍ୱାରା ଅନୁମୋଦିତ ହୋଇଛି। ରାଷ୍ଟ୍ରପତି ଆଲବର୍ଟ ଫର୍ନାଣ୍ଡିଜ୍‌ ଏହାକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘର୍ଷରେ ୪୦ ନିହତ

ଦୁବାଇ,୧୨ା୮(ଏଏଫ୍‌ପି): ୟେମେନ୍‌ର ଆଡେନ୍‌ ସହରରେ ସରକାର ସପକ୍ଷବାଦୀ ବାହିନୀ ଓ ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ସଂଘର୍ଷ ଘଟି ୪୦ ଜଣ ନିହତ ହୋଇଥିବାବେଳେ ୨୬୦ ଜଣ ଆହତ ହୋଇଛନ୍ତି।...

ଓମିକ୍ରନ୍‌ ନିରୋଧୀ ଆଣ୍ଟିବଡି ଚିହ୍ନଟ

ଓ୍ବାଶିଂଟନ, ୩୦।୧୨: ଓମିକ୍ରନ୍‌ ଏବଂ କରୋନା ଭୂତାଣୁର ଅନ୍ୟ ଭାରିଆଣ୍ଟଗୁଡ଼ିକୁ ନିଷ୍କ୍ରିୟ କରିବା ଲାଗି ଆଣ୍ଟିବଡି ଚିହ୍ନଟ ହୋଇଛି। ବୈଜ୍ଞାନିକମାନଙ୍କର ଏକ ଅନ୍ତର୍ଜାତୀୟ ଟିମ୍‌ ନିକଟରେ...

ସ୍କୁଲରେ ଗୁଳିବର୍ଷା: ଚାଳିଗଲା ୬ ଜୀବନ, ୨୦ ଆହତ

ମସ୍କୋ,୨୬।୯: ରୁଷିଆର ଇଜେଭସ୍କର ଏକ ବିଦ୍ୟାଳୟରେ ଗୁଳିମାଡ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଇଜେଭସ୍କର ୮୮ ନମ୍ବର...

ମଙ୍ଗଳ ମାଟିରେ ରୋଭର

ଓ୍ବାଶିଂଟନ୍‌, ୨୦ା୨: ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ଦିଗରେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା(ନ୍ୟାଶନାଲ ଏରୋନଟିକ୍ସ ସ୍ପେଶ୍‌ ଆଡମିନିଷ୍ଟ୍ରେଶନ)କୁ ମିଳିଛି ଐତିହାସିକ ସଫଳତା। ନାସା...

ଏନ୍‌ଏଫ୍‌ଟିରେ ଆତ୍ମା ବିକ୍ରି

ନେଦରଲାଣ୍ଡସ୍‌, ୨ା୪: ମିମ୍‌, ଜୋକ୍‌ ଏବଂ ମନୋରଞ୍ଜନ ଭିଡିଓ ଆଦି ନନ୍‌ ଫନ୍‌ଜିବଲ ଟୋକେନ (ଏନ୍‌ଏଫ୍‌ଟି) ଜରିଆରେ ବିକ୍ରି ହେଉଛି। ନେଦରଲାଣ୍ଡସ୍‌ସ୍ଥିତ ହେଗ୍‌ ଆର୍ଟ ଏକାଡେମୀର...

ଜିରୋ କୋଭିଡ୍‌ ନୀତିର ପ୍ରଭାବ, ମୃତ୍ୟୁ ସଂଖ୍ୟା ବେକାବୁ…

ବେଜିଂ, ୧୦।୪ : ଚାଇନାର ଶୂନ-କୋଭିଡ (ଜିରୋ କୋଭିଡ୍‌) ନୀତିର ପ୍ରଭାବରେ ସାଂଘାଇରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ନୀତିକୁ କଡ଼ାକଡ଼ି ଭାବେ ପାଳନ...

୧୦ ଲକ୍ଷ ଏକର ଜଙ୍ଗଲ ପାଉଁଶ

ସାନ୍‌ ଫ୍ରାନ୍‌ସିସ୍କୋ,୨୪।୮ : ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଭୟାବହ ରୂପ ନେଇଛି। ଏହି ବନାଗ୍ନି ମାତ୍ର ସପ୍ତାହେ ମଧ୍ୟରେ ୧୦ ଲକ୍ଷ ଏକର...

ଶ୍ରୀଲଙ୍କାରେ ପୁଣି ବିସ୍ଫୋରଣ

କଲମ୍ବୋ,୨୫।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରୁ ୪୦ କିଲୋମିଟର ଦୂର ପୁଗୋଡା ସହରର ମାଜିଷ୍ଟ୍ରେଟ ଅଦାଲତଙ୍କ ପଛପଟେ ଥିବା ଖାଲି ସ୍ଥାନରେ ଗୁରୁବାର ଏକ ବିସ୍ଫୋରଣ ହୋଇଥିବା...

Advertisement
Archives

Model This Week