ବୁଧବାରଠାରୁ ୧୨ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ପାଇଁ ପଞ୍ଜିକରଣ ଆରମ୍ଭ

ନୂଆଦିଲ୍ଲୀ,୧୫।୩: କରୋନା ବିରୋଧରେ ଲଢ଼େଇ ପାଇଁ ଦେଶରେ କେନ୍ଦ୍ର ସରକାର ଟିକାକରଣ ଅଭିଯାନକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ୧୨ବର୍ଷରୁ ୧୪ବର୍ଷର ବୟସ୍କ ପିଲାଙ୍କୁ କରୋନା ଭ୍ୟାକ୍ସିନ ଦେବା ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ମାର୍ଚ୍ଚ ୧୬ରୁ ଅର୍ଥାତ୍‌ ବୁଧବାରଠାରୁ ୧୨ରୁ ୧୩, ୧୩ରୁୁ ୧୪ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯିବ। ଏହି ବର୍ଗର ପିଲାଙ୍କୁ ହାଇଦ୍ରାବାଦର ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋର୍ବେଭାକ୍ସ ଟିକା ଦିଆଯିବ। ତେବେ ସେହି ଦିନ ହିଁ ପିଲାମାନେ କୋ-ଓ୍ବିନ ପୋର୍ଟାଲରେ ପଞ୍ଜିକରଣ କରିପାରିବେ ଏବଂ ଏଥିପାଇଁ ମୋବାଇଲ ନମ୍ବର ମଧ୍ୟ ଜରୁରୀ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିପୁରା-ନାଗାଲାଣ୍ଡରେ ଭାଜପା ସରକାର…

ଅଗରତାଲା/କୋହିମା,୨।୩ : ତ୍ରିପୁରା ଏବଂ ନାଗାଲାଣ୍ଡରେ ପୁଣି ଭାଜପା ସରକାର ଗଠନ ହେବାକୁ ଯାଉଛି। ଭାଜପା ୩୫ଟି ଆସନରେ ଆଗୁଆ ରହିଥିବାବେଳେ ବାମ ଦଳ ୧୩,...

ଜୁନ୍‌ରୁ କ୍ରୀଡ଼ା ପ୍ରକ୍ରିୟା ଆରମ୍ଭ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୨୦।୫: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଗତ ଦୁଇମାସ ହେବ ସାରା ବିଶ୍ୱ ତଥା ଦେଶରେ କ୍ରିକେଟ ପୂରା ଠପ୍‌ ହୋଇଛି। ବର୍ତ୍ତମାନ ଏକ ଖୁସି ଖବର...

ବିକାଶ କାର୍ଯ୍ୟରେ କରୋନା ବାଧକ

ପୁରୀ ଅଫିସ, ୭ା୫: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ,...

ମୋଦିଙ୍କ ପରେ ସୋନିଆ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ କରିବ ଭାଜପା: କେଜ୍‌ରିଓ୍ବାଲ୍‌

ଅହମ୍ମଦାବାଦ,୧୩।୯: ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ଭାଜପାକୁ ଟାର୍ଗେଟ କରିଛନ୍ତି। ଆଗାମୀ ଗୁଜରାଟ ବିଧାନସଭା ନିର୍ବାଚନରେ...

ପୁଲୱାମାରେ ସିଆରପିଏଫ ଉପରେ ଆଇଇଡି ଆକ୍ରମଣ, ୨ ଯବାନ ଆହତ

ଜମ୍ମୁ,୩ ।୫: ଦକ୍ଷିଣ କଶ୍ମୀରର ପୁଲୱାମାରେ ଆତଙ୍କବାଦୀମାନେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସୁରକ୍ଷାକର୍ମୀଙ୍କୁ ଟାର୍ଗଟ କରି ଆଇଇଡି ଆକ୍ରମଣ କରିଛନ୍ତି । ଏଥିରେ ୨ ଯବାନ...

ଖେଳନା ନୁହେଁ, ପରୀକ୍ଷା ପେ ଚର୍ଚ୍ଚା ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର: ରାହୁଲ

ନୂଆଦିଲ୍ଲୀ, ୩୦।୮(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଏକ ମିନିଟ୍‌ରେ ୬୮ ବୋତଲର ଠିପି ଖୋଲି ଗିନିଜ୍‌ ଓ୍ବାର୍ଲ୍‌ଡ ରେକର୍ଡରେ ନାଁ ଲେଖାଇଲେ ବ୍ୟକ୍ତି

ହାଇଦ୍ରାବାଦ,୨୩।୧୧: ପ୍ରାୟ ସମୟରେ ଦେଖାଯାଏ, କୋଲ୍ଡ ଡ୍ରିଙ୍କ୍ସ ଖୋଲିବାକୁ ଓପ୍‌ନର ନ ମିଳିଲେ, ଲୋକେ ନିଜ ଦାନ୍ତରେ ଖୋଲିଥାନ୍ତି। ହେଲେ କେବେ କାହାକୁ ମୁଣ୍ଡରେ ବୋତଲର...

Advertisement
Archives

Model This Week