Posted inଜାତୀୟ

୬୫ରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଶପିଂ ମଲ୍‌ ମନା

ଚଣ୍ଡିଗଡ଼,୧।୭: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲାଗୁ କରାଯାଇଥିବା ଲକ୍‌ଡାଉନ ନିୟମରେ ଏବେ କୋହଳ କରାଯାଇଛି। ଏବେ ସରକାର ମଲ୍‌ ଖୋଲିବାକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ତେବେ କରୋନାଠାରୁ ଦୂରେଇ ରହି ମଲ୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ହରିୟାଣାର ଗୁରୁଗ୍ରାମରେ ବୁଧବାର ଏମ୍‌ଜିଏଫ୍‌ ମେଟ୍ରୋପଲିଟାନ୍‌ ମଲ୍‌ ଖୋଲାଥିବା ଦେଖାଯାଇଥିଲା। ଏହାକୁ ନେଇ ସେଠାକାର ସୁକ୍ୟୁରିଟି ଅଫିସର ଆର୍‌ଏସ୍‌ ଫୋଗଟ କହିଥିଲେ, ଆମେ ମଲ୍‌ରେ ସାମାଜିକ ଦୂରତାକୁ ବିଶେଷ ଧ୍ୟାନ ଦେଉଛୁ। ଆଉ ଏଠାରେ ୬୫ ବର୍ଷ ବୟସରୁ ଊଦ୍ଧ୍ୱର୍ର୍ ଓ ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ମଲ୍‌ ମଧ୍ୟକୁ ଯିବାକୁ ଅନୁମତି ପ୍ରଦାନ କରାଯାଉ ନାହିଁ। ଏହାସହ ମଲ୍‌ ମଧ୍ୟକୁ ପ୍ରବେଶ ପୂର୍ବରୁ ସମସ୍ତ ଗ୍ରାହକଙ୍କର ଶରୀରର ତାପମାତ୍ରା ମପାଯିବା ସହ ସମସ୍ତଙ୍କୁ ହ୍ୟାଣ୍ଡ ସାନିଟାଇଜ କରିବାକୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର...

ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍‌ପି ଦାବିନ୍ଦର

ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍‌ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି।...

ମଧ୍ୟପ୍ରଦେଶରେ ଦିନକୁ ୨୯ ପିଲା ନିଖୋଜ

ନୂଆଦିଲ୍ଲୀ, ୨୩ା୫: ଦେଶରେ ଶିଶୁ ନିଖୋଜ ମାମଲା ଉଦ୍‌ବେଗଜନକ ସ୍ଥିତିରେ ରହିଛି। ବିଶେଷକରି ଉତ୍ତର ଭାରତର ୪ ପ୍ରମୁଖ ରାଜ୍ୟରେ ବହୁ ସଂଖ୍ୟାରେ ଶିଶୁ ଗାଏବ...

ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ...

ଆଉ ଫେରିବୁନି କଶ୍ମୀର, ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା କୋହ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ୍‌ କିଲିଂ ଯୋଗୁ ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ସେମାନେ ଏବେ ଘର ମୁହାଁ ହୋଇଛନ୍ତି। ଘରକୁ ଫେରିବା...

ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌, ଆଇଫେଲ୍‌ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ

ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍‌ଓ୍ବେ ଆର୍କ ବ୍ରିଜ୍‌ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍‌ଓ୍ବେ ବ୍ରିଜ୍‌ ପ୍ୟାରିସର...

ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ପାଇଛି ବୃଦ୍ଧି: ସଦ୍‌ଗୁରୁ

ନୂଆଦିଲ୍ଲୀ,୬।୬: ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ବୃଦ୍ଧି ପାଇଛି। ଗତ ୧୦ ବର୍ଷ ମଧ୍ୟରେ ଦେଶର କୌଣସି ସ୍ଥାନରେ ବଡ଼ ଧରଣର ଦଙ୍ଗା ହୋଇନାହିଁ...

୭ ମାସରେ ୬୩ ଥର ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ, ୩.୩୪ ଲକ୍ଷ କୋଟି ରାଜସ୍ବ ସଂଗ୍ରହ କରିଛନ୍ତି ସରକାର…

ନୂଆଦିଲ୍ଲୀ,୨୦।୭: ଦେଶରେ ୨୦୨୧ ଜାନୁୟାରୀ ୧ଠାରୁ ଜୁଲାଇ ୯ ମଧ୍ୟରେ ଗତ ୭ ମାସରେ ପେଟ୍ରୋଲ-ଡିଜେଲ ଦାମ୍‌ ୬୩ ଥର ବଢ଼ିଛି। ଏହା ଦ୍ୱାରା ଏକ୍ସସାଇଜ୍‌...

Advertisement
Archives

Model This Week