ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ ତାଙ୍କ ଓକିଲ ଡି. ଭେଙ୍କଟରାଓ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ବାସୁଦେବ ରାଓ ଗତ ବିଧାନସଭା ନିର୍ବାଚନ ସମୟରେ ସ୍ଥାନୀୟ ଅଙ୍ଗନବାଡି କର୍ମୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗ ହୋଇଥିଲା ।

ଏହାସହ ସେ ଉକ୍ତ ମହିଳାଙ୍କୁ ଜାତିଆଣ ଆକ୍ଷେପ କରିଥିବା ନେଇ ଅଭିଯୋଗ ହୋଇଥିଲା । ପରେ ଗୁରାଣ୍ଡି ଥାନାରେ ଏନେଇ ମାମଲା ରୁଜୁ ହେବା ପରେ ବାରମ୍ବାର ପରୱାନା କରାଯାଇଥିଲା । ହେଲେ ସେ କାଣ୍ଡ ଭିଆଇ ଫେରାର ହୋଇଯାଇଥିଲେ । ସୂଚନା ଯେ, ସେ ତୋଟାଗୁମୁଡା ଗ୍ରାମର ଏବଂ ଜଣେ ପୁର୍ବତନ ସେନା କର୍ମଚାରୀ । ତେବେ ସେ ମଙ୍ଗଳବାର ଜିଲା ନ୍ଯାୟଳୟରେ ଆତ୍ମସମର୍ପଣ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri