ବଳାତ୍କାର ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ ତାଙ୍କ ଓକିଲ ଡି. ଭେଙ୍କଟରାଓ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ବାସୁଦେବ ରାଓ ଗତ ବିଧାନସଭା ନିର୍ବାଚନ ସମୟରେ ସ୍ଥାନୀୟ ଅଙ୍ଗନବାଡି କର୍ମୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା ।

ଏହାସହ ସେ ଉକ୍ତ ମହିଳାଙ୍କୁ ଜାତିଆଣ ଆକ୍ଷେପ କରିଥିବା ନେଇ ଅଭିଯୋଗ ହୋଇଥିଲା । ପରେ ଗୁରାଣ୍ଡି ଥାନାରେ ଏନେଇ ମାମଲା ରୁଜୁ ହେବା ପରେ ବାରମ୍ବାର ପରୱାନା କରାଯାଇଥିଲା । ହେଲେ ସେ କାଣ୍ଡ ଭିଆଇ ଫେରାର ହୋଇଯାଇଥିଲେ । ସୂଚନା ଯେ, ସେ ତୋଟାଗୁମୁଡା ଗ୍ରାମର ଏବଂ ଜଣେ ପୁର୍ବତନ ସେନା କର୍ମଚାରୀ । ତେବେ ସେ ମଙ୍ଗଳବାର ଜିଲା ନ୍ଯାୟଳୟରେ ଆତ୍ମସମର୍ପଣ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାମଯଜ୍ଞରେ କମ୍ପୁଛି ଅଞ୍ଚଳ: ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନାଟେଙ୍ଗା ଶ୍ରୀ ତ୍ରିନାଥ ସ୍ବାମୀଙ୍କ ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶୁକ୍ରବାରଠାରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି। ଏହା ୪…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ…

ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…

ଭୁବନେଶ୍ବର, ୧।୫ (ପ୍ରସନଜିତ୍‌ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି।…

ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…

ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri