ପୂଜା, ଭସାଣିରେ ନିଶା ସେବନ ମନା

ଭଦ୍ରକ ଅଫିସ,୨୬।୯: ଶାରଦୀୟ ପର୍ବ ପାଳନ ଅବସରରେ ଡିଜେ ବ୍ୟବହାର ନିଷେଧ। ପୂଜା ଅବଧି କିମ୍ବା ଭସାଣି ସମୟରେ କମିଟି ସଦସ୍ୟ ନିଶା ସେବନରୁ ବିରତ ରହିବେ। ଏନେଇ କମିଟି ପକ୍ଷରୁ ପଦକ୍ଷେପ ନେବାକୁ ଦୁର୍ଗାପୂଜା ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ପ୍ରଶାସନିକ ପ୍ରସ୍ତୁତି ବୈଠକରେ ଏସ୍‌ପି ଚରଣ ସିଂ ମୀନା ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅବମାନନା ହେଲେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଏସ୍‌ପିଙ୍କ ସହ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି ଓ ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ କାର୍ତ୍ତିକ ନାଥ ମଣ୍ଡଳ ଯୋଗ ଦେଇଥିଲେ। ବିସର୍ଜନ ପାଇଁ ସମ୍ପୃକ୍ତ ଥାନାଧିକାରୀ ଓ ଶବ୍ଦ ବ୍ୟବସ୍ଥା ଲାଗି ଉପଜିଲାପାଳଙ୍କଠାରୁ ଅନୁମତି ନେବାକୁ ପୂଜା ମଣ୍ଡପ କର୍ମକର୍ତ୍ତାଙ୍କୁ କୁହାଯାଇଛି। ବିଭିନ୍ନ ପୂଜା କମିଟି କର୍ମକର୍ତ୍ତାଙ୍କ ସହ ଶାନ୍ତି କମିଟି ସଦସ୍ୟ, ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri