Posted inଫୁରସତ

ଏହି ୪ ବର୍ଷର ରୋଗାଗ୍ରସ୍ତ ଶିଶୁର ସ୍ବପ୍ନ ପୂରଣ କଲା ପୋଲିସ

ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ୟୁଏଇ ରାଜଧାନୀ ଅବୁଧାବୀର ଏକ ୪ ବର୍ଷର ରୋଗାଗ୍ରସ୍ତ ଶିଶୁର ସ୍ବପ୍ନ ଥିଲା ଏକ କାର କିଣିବା। ଅବୁଧାବି ପୋଲିସ ଏହା ଜାଣିବା ପରେ ଉକ୍ତ ଶିଶୁକୁ ଏକ ସର୍‌ପ୍ରାଇଜ୍‌ ଦେଇଛି।
ଭିଡିଓରେ ଦେଖିବାକୁ ମିଳୁଛି ଯେ, ୪ ବର୍ଷୀୟ ମହମ୍ମଦୁଅଲ ହରମୌଦି ଡାକ୍ତରଖାନା ବାହାରେ ଛିଡ଼ା ହୋଇଛନ୍ତି ଏବଂ ସେ ପୋଲିିସ କ୍ୟାପ୍‌ ମଧ୍ୟ ପିନ୍ଧିଛନ୍ତି। କିଛି ସମୟ ପରେ ଏକ ପୋଲିସ ଗାଡି ଆସୁଛି ଏବଂ ଡ୍ରାଇଭର ଶିଶୁକୁ ନିଜ ପାଖରେ ବସାଉଛନ୍ତି। ପରେ କାରରେ ଶିଶୁଟି ଯାତ୍ରା କରାଉଛନ୍ତି। କାରରେ ବୁଲାଇବା ପରେ ପୋଲିସ ଶିଶୁକୁ ଏକ ଇଲେକ୍ଟ୍ରିକ୍‌ କାର ଉପହାର ରୂପେ ଦେଉଛି। ଏଥିସହ ଏକ ନକଲି ବନ୍ଧୁକ ମଧ୍ୟ ତାଙ୍କୁ ଦିଆଯାଉଛି। ଏହି ବନ୍ଧୁକକୁ ଶିଶୁଟି ନିଜ ବେକରେ ପକାଉଥିବା ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଫେସବୁକରେ ୧୧ ଏପ୍ରିଲରେ ଶେୟାର କରାଯାଇଥିଲା। ଏହାକୁ ଲୋକେ ପସନ୍ଦ କରିବା ସହ କମଣ୍ଟେ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri