Posted inଖେଳ

ମାତ୍ର ୧୨ଟି ବଲ୍‌ ଖେଳି ଇତିହାସ ରଚିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଆବୁଧାବି,୪।୧: ଆବୁଧାବି ଟି-୨୦ ଲିଗ୍‌ରେ କ୍ରିସ୍‌ ଗେଲ୍‌ ମରାଠା ଆରବିଆନ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ଆବୁଧାବିର ଓପନର୍‌ ଗେଲ୍‌ ମାତ୍ର ୨୨ଟି ବଲ୍‌ରୁ ୮୪ ରନ୍‌ର ଇନିଂଶ ଖେଳିଥିଲେ। ପ୍ରଥମେ ବ୍ୟାଟିଂ କରି ମରାଠା ଆରବିଆନ୍ସ ନିର୍ଦ୍ଧାରିତ ୧୦ ଓଭରରେ ୪ ଉଇକେଟ୍‌ ହରାଇ ୯୭ ରନ୍‌ କରିଥିଲା। ଏହାର ଜବାବରେ ଗେଲ୍‌ଙ୍କ ବିସ୍ଫୋରକ ଇନିଂଶ ବଳରେ ଆବୁଧାବି ମାତ୍ର ୫.୩ ଓଭରରେ ୧୦୦ ରନ୍‌ରେ କରି ବିଜୟ ହାସଲ କରିଥିଲା। ୪୧ ବର୍ଷୀୟ ଗେଲ୍‌ ୭୮ ରନ୍‌ କେବଳ ୬ଟି ଚୌକା ଏବଂ ୯ଟି ଛକା ମାରି କରିଥିଲେ। ଗେଲ୍‌ ଟି-୧୦ କ୍ରିକେଟ୍‌ରେ ସବୁଠୁ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରି ଇତିହାସ ରଚିଥିଲେ। ସେ ୧୨ଟି ବଲ୍‌ରେ ଅର୍ଦ୍ଧଶତକ ପୂରଣ କରିଥିଲେ। ଏହାସହ ସେ ଯୁବରାଜ ସିଂଙ୍କ ରେକର୍ଡର ସହ ସମକକ୍ଷ ହୋଇଛନ୍ତି। ୨୦୦୭ ଟି-୨୦ ବିଶ୍ୱକପ୍‌ରେ ୧୨ଟି ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri