ଜମିପଟ୍ଟା ସଂଶୋଧନକୁ ନେଇ କଥା କଟାକଟି: ଏଟିଓଙ୍କୁ ମନ୍ଦିର କର୍ତ୍ତୁପକ୍ଷଙ୍କ ଦୁର୍ବ୍ୟବହାର

ଗଞ୍ଜାମ,୨୭।୧୧(ଡି.ଏନ୍‌.ଏ.): ଏକ ଜମିପଟ୍ଟା ସଂଶୋଧନ କରିବାକୁ ନେଇ ତ୍ରିବେଣୀ ମଠ ଛକ ମନ୍ଦିର କର୍ତ୍ତୁପକ୍ଷ ଓ ଏଟିଓଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା l ଏହି ଘଟଣାରେ ମନ୍ଦିର କର୍ତ୍ତୁପକ୍ଷ ଉତକ୍ଷିପ୍ତ ହୋଇ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ଦୃର୍ବ୍ୟବହାର କରିଥିବା ନେଇ ଏଟିଓ ଶୁଭେନ୍ଦୁ ଜେନା ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ଅଭିଯୋଗ ପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାମଲା ନଂ( ୨୨୮/୨୨) ରେ ରୁଜୁ କରାଯାଇଥିବା ଆଇଆଇସି ସନ୍ତୋଷ କୁମାର ବେହେରା ସୂଚନା ଦେଇଛନ୍ତି l ତେବେ ମାମଲା ରୁଜୁ ହୋଇଥିଲେ ମଧ୍ୟ ଏହି ଘଟଣା ଆପୋଷ ସମାଧାନ ହୋଇଯାଇଥିବା ଥାନାର ସେକେଣ୍ଡ ଅଫିସର ଅଜିତ ପରିଡ଼ା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri