ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ: ପୂଜକ ଗିରଫ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜଣେ ପୂଜକଙ୍କୁ ଗିରଫ କରାଯାଇଛି। ସେ ହେଲେ ସଂଗ୍ରାମ ଦାସ। ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଶୁକ୍ରବାର ଅପରାହ୍ନରେ ହାଇଦ୍ରାବାଦରୁ ଆସିଥିବା ଜଣେ ନାବାଳିକାଙ୍କୁ ଶ୍ରୀମନ୍ଦିର ପରିସର ବାମନ ମନ୍ଦିରରେ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ପୂଜକ ସଂଗ୍ରାମ ଦାସ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ନାବାଳିକା ଜଣଙ୍କ ଘଟଣା ସମ୍ପର୍କରେ ସିଂହଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି ଅଭିଯୁକ୍ତ ପୂଜକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଥିଲା। ବର୍ତ୍ତମାନ ନାବାଳିକା ଜଣଙ୍କ ତାଙ୍କ ପରିବାର ଲୋକଙ୍କ ସହ ଚାଲି ଯାଇଥିବା ବେଳେ ଅଭିଯୁକ୍ତ ପୂଜକ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସିଏସି, ଏନ୍‌ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି) ସାରା...

ଜଗତ୍‌ସିଂହପୁର ଆସି ଫସିଲେ ପଶ୍ଚିମବଙ୍ଗ ଶ୍ରମିକ

ବାଲିଆ,୨୪।୭: ଜଗତ୍‌ସିଂହପୁର ଜିଲାକୁ ପଶ୍ଚିମବଙ୍ଗରୁ ଆସିଥିବା ୪୫ ଶ୍ରମିକ ଫସି ଯାଇଛନ୍ତି। ଧାନରୋଇବା କାର୍ଯ୍ୟରେ ଲଗାଇବା ପାଇଁ ମଣ୍ଡାସାହିର ଜଣେ ବ୍ୟକ୍ତି ସେମାନଙ୍କୁ ଆଣିଥିଲେ। ବସ୍‌ଯୋଗେ...

ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ...

ଜୀବିକା ଉପରେ କରୋନା ପାହାର: ସଙ୍କଟରେ ପଥର ଶିଳ୍ପୀ

କେନ୍ଦୁଝର, ୧୭ା୫ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସମଗ୍ର ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କାମଧନ୍ଦା ସବୁ ଠପ୍‌ ହୋଇଯିବାରୁ ଶ୍ରମିକ, କାରିଗର...

ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍‌ଡାଉନ୍‌ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ...

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ...

ପର୍ଯ୍ୟଟକଙ୍କୁ ପିଟିଲେ ସଫାରି କର୍ମଚାରୀ

ବାରଙ୍ଗ,୨୩।୫(ଡି.ଏନ୍‌.ଏ.): ନନ୍ଦନକାନନରେ ଘରୋଇକରଣରେ ଦିଆଯାଇଥିବା ସଫାରିକୁ ନେଇ ଏବେ ବିବାଦ ଛାଡୁ ନାହିଁ। ଟେଣ୍ଡର ସମୟରେ ହୋଇଥିବା ସର୍ତ୍ତକୁ ଖିଲାପ କରି ବିନା କାଗଜପତ୍ରରେ ବିପଦସଙ୍କୁଳ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ

ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା...

Advertisement
Archives

Model This Week