ନାବାଳିକାଙ୍କୁ ଅସଦାଚରଣ କରି ଫସିଲେ ବିବାହିତ ବ୍ୟକ୍ତି

ପାଟଣା,୨୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ଗ୍ରାମର ୩୭ ବର୍ଷୀୟ ବିବାହିତ ବ୍ୟକ୍ତି ଜଣେ ୧୭ ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ସୁଜିତ ରାଉତ।
ସୂଚନା ଅନୁଯାୟୀ, ୨ ମାସ ତଳେ ସୁଜିତ ମଙ୍ଗଳପୁର ଛକରେ ମଦ୍ୟପାନ କରି ଜଣେ ୧୭ ବର୍ଷୀୟ ନାବାଳିକାଙ୍କୁ ଅସଦାଚରଣ କରିଥିବା ପରିବାର ଲୋକଙ୍କ ପକ୍ଷରୁ ପାଟଣା ଥାନାରେ ଅଭିଯୋଗ ହୋଇଥିଲା। ଘଟଣା ପରେ ସୁଜିତ ଫେରାର ଥିଲେ। ଏନେଇ ପାଟଣା ଥାନାରେ ୧୧୨/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏଥି ପୂର୍ବରୁ ସୁଜିତଙ୍କ ନାମରେ ପାଟଣା ଥାନାରେ ଅନେକ ମାମଲା ରହିଥିବା ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ

ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼...

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି।...

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ...

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା...

ବନବିଭାଗ ପକ୍ଷରୁ ଚଢାଉ: ୮ କାଠମାଫିଆ ଗିରଫ

ତେଲକୋଇ, ୪ା୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ କାଳିଆହତା ଫରେଷ୍ଟ ବିଟ୍‌ର ରେକୁଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ୮ଜଣ ମେଶିନରେ ଶାଳ ଗଛ କାଟୁଥିବା ବେଳେ...

ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଧାମନଗର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଲ୍ୟାଣି ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ଆଘାତରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ ଭାସ୍କର ବେହେରା। ସୋମବାର ରାତିରେ...

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା...

ଗ୍ରାହକ ସାଜି ଅବକାରୀ ବିଭାଗର ଚଢ଼ାଉ

ପାଟପୁର,୨୮ା୪- ଦିଗପହଣ୍ଡି ଅବକାରୀ ବିଭାଗ, ସାନଖେମୁଣ୍ଡି ତହସିଲଦାର, ପାଟପୁର ପୋଲିସ ସୋମବାର ରାତି ପ୍ରାୟ ୧୦ଟାରେ ପାଟପୁର ଥାନା ପଳାସପୁର ଛକରେ ଥିବା ଏକ ପାନ...

Advertisement
Archives

Model This Week