ସୋସିଆଲ ମିଡିଆର ଅପବ୍ୟବହାର: ସରକାରୀ ଚିଠି ଶେୟାର କରୁଛନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଅଫିସର କର୍ମଚାରୀମାନେ ସୋସିଆଲ ମିଡିଆର ଅପବ୍ୟବହାର କରୁଥିବା ଜିଲାପାଳଙ୍କ ନଜରକୁ ଆସିଛି। ବିଶେଷକରି ସରକାରୀ ଅଫିସଗୁଡ଼ିକର କିରାଣି ଷ୍ଟାଫ୍‌ମାନେ ବିଭିନ୍ନ ସକରାରୀ ଚିଠିକୁ ହ୍ବାଟ୍ସଆପ୍‌ ଏବଂ ଅନ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଅନ୍ୟମାନଙ୍କୁ ଶେୟାର କରୁଛନ୍ତି। ଏହାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତ୍ୱ ସହ ନେଇ ସମସ୍ତ ଅଧିକାରୀଙ୍କୁ ଚିଠି (ନଂ-୧୦୯୦) କରିଛନ୍ତି। ଏଥିପ୍ରତି ଧ୍ୟାନ ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ସରକାରୀ ଚିଠିକୁ ସୋସିଆଲ ମିଡିଆରେ ଶେୟାର କଲେ କିରାଣି ଷ୍ଟାଫ୍‌ମାନଙ୍କ ଦାୟିତ୍ୱହୀନତା ଓ ଅପ୍ରତ୍ୟାଶିତକୁ ଦର୍ଶାଉଥିବା ଜିଲାପାଳ କହିଛନ୍ତି। ମର୍ଯ୍ୟାଦା ଓ ଗୋପନୀୟତା ବଜାୟ ରଖିବା ସମସ୍ତଙ୍କର ଦାୟିତ୍ୱ ରହିଛି। ଏଭଳି ଉଲ୍ଲଘଂନ କରିବା ଦେଖିବାକୁ ମିଳେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଉକ୍ତ ଚିଠିରେ ଉଲ୍ଲେଖ କରି ସତର୍କ କରାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri