Posted inଜାତୀୟ

ମୁସଲମାନଙ୍କୁ ଦୁର୍ବ୍ୟବହାର କରିବା ଭାଜପା ପାଇଁ ନୂଆ କଥା ନୁହେଁ: ଓଓ୍ବାଇସି

ନୂଆଦିଲ୍ଲୀ,୨୨।୯: ଲୋକ ସଭାରେ ବିଏସପି ଏମ୍‌ପି କୁନଓ୍ବାର ଡାନିଶ ଅଲିଙ୍କୁ ଭାଜପା ଏମ୍‌ପି ରମେଶ ବିଧୁରୀ ଦୁର୍ବ୍ୟବହାର କରିବା ପ୍ରସଙ୍ଗରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଓୱାଇସି କହିଛନ୍ତି ଯେ, ମୁସଲମାନଙ୍କୁ ଦୁର୍ବ୍ୟବହାର କରିବା ଭାଜପା ପାଇଁ ନୂଆ କଥା ନୁହେଁ, ଆଗକୁ ଦେଖିବେ ରମେଶ ବିଧୁରୀ ଦିଲ୍ଲୀ ଭାଜପା ସଭାପତି ହେବେ। ମୁଁ ନିଶ୍ଚିତ ଯେ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ।
ସୂଚନାଯୋଗ୍ୟ, ସଂସଦରେ ଚାଲିଥିବା ପ୍ରକ୍ରିୟା ସମୟରେ ଦିଲ୍ଲୀ ଭାଜପା ଏମ୍‌ପି ରମେଶ ବିଧୁରୀ ଚନ୍ଦ୍ରୟାନ- ୩ ମିଶନ ଏବଂ ଇସ୍ରୋର ସଫଳତା ବିଷୟରେ କହି ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କୁ ପ୍ରଶଂସା କରିଥିଲେ। ଏହି ସମୟରେ କୁନୱାର ଡାନିଶ ଅଲି ଠିଆ କିଛି ପ୍ରଶ୍ନ ଉଠାଇଥିଲେ। ରମେଶ ଅଶ୍ଳୀଳ ଭାଷା ବ୍ୟବହାର କରି ଏଥିରେ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?