ଆସନ୍ତା ୧୭ରୁ ୧୫ ଜିଲାରୁ ପୁରୀକୁ ଗଡ଼ିବ ଏସି ବସ

ଭୁବନେଶ୍ୱର, ୧୫।୧(ସୁନିତ୍‌ ମିଶ୍ର): ଲକ୍ଷ୍ମୀ ଯୋଜନାରେ ଆସନ୍ତା ୧୭ ତାରିଖରୁ ୧୫ ଜିଲାରୁ ଓଏସ୍‌ଆର୍‌ଟିସି ପକ୍ଷରୁ ପୁରୀକୁ ସ୍ବତନ୍ତ୍ର ଏସି ବସ୍‌ ଆରମ୍ଭ ହେବ। ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଅବସରରେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଚାଲିବ। ଏନେଇ କିଣାଯାଇଥିବା ୧୫ଟି ନୂଆ ବସ୍‌ ବର୍ତ୍ତମାନ ଭୁବନେଶ୍ୱରରେ ପହଞ୍ଚିସାରିଛି। ପରବର୍ତ୍ତୀ ପର୍ଯ୍ୟାୟରେ ଅଧିକ ଜିଲାରୁ ଏହି ବସ୍‌ ଚଳାଚଳ ଆରମ୍ଭ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ସୂଚନାଯୋଗ୍ୟ ଯେ, ଲକ୍ଷ୍ମୀ ଯୋଜନାର ଟାୟାର-୧ ଅନୁଯାୟୀ ପ୍ରତ୍ୟେକ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳ କରିବ। ଟାୟାର-୨ ଅନୁଯାୟୀ ପ୍ରତ୍ୟେକ ବ୍ଲକସ୍ତରରୁ ଜିଲାକୁ ଲକ୍ଷ୍ମୀ ଯୋଜନାରେ ବସ୍‌ ଚାଲିବ। ଟାୟାର-୩ ଅନୁଯାୟୀ ପ୍ରତ୍ୟେକ ଜିଲାରୁ ଭୁବନେଶ୍ୱର ଦେଇ କିଛି ସ୍ବତନ୍ତ୍ର ସ୍ଥାନକୁ ବସ୍‌ ଚଳାଚଳ କରିବ। ପ୍ରଥମ ପର୍ଯ୍ୟାୟରେ ବଲାଙ୍ଗୀର, ବରଗଡ, ଗଜପତି, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନାଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ରାୟଗ଼ଡା, ସମ୍ବଲପୁର ଏବଂ ସୁନ୍ଦରଗଡରୁ ପୁରୀକୁ ବସ୍‌ ଚଳାଚଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri