Posted inଜାତୀୟ

ଅମାନତୁଲ୍ଲାହଙ୍କ ଘରେ ଏସିବି ଚଢ଼ାଉ: ବେଆଇନ ଅସ୍ତ୍ରଶସ୍ତ୍ର ଜବତ

ନୂଆଦିଲ୍ଲୀ,୧୬।୯: ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅମାନତୁଲ୍ଲାହ ଖାଁଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଆଣ୍ଟି କରୋପସନ୍‌ ବ୍ୟୁରୋ(ଏସିବି)ର ଟିମ୍‌ ବିଧାୟକ ଅମାନତୁଲ୍ଲାହଙ୍କ ଅନେକ ସ୍ଥାନରେ ଚଢ଼ାଉ କରିଛି। ଅମାନତୁଲ୍ଲାହଙ୍କ ବାସଭବନ ସମେତ ଜାମିଆ, ଓଖଲା ଓ ଗଫୁର ନଗର ଭଳି ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଏହି ସମୟରେ ଏସିବି ଟିମ୍‌ ବିଧାୟକଙ୍କୁ ପଚରାଉଚରା କରିବା ସହ ଅନେକ ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରିଛି। କୁହାଯାଉଛି, ଏହି ଅସ୍ତ୍ର ଅମାନତୁଲ୍ଲାହଙ୍କ ବ୍ୟବସାୟିକ ସହଯୋଗୀ ହମିଦ ଅଲୀଙ୍କ ଘରୁ ମିଳିଛି। ଏଗୁଡ଼ିକର ଲାଇସେନ୍ସ ନାହିଁ। ଏଥିସହ ଚଢ଼ାଉରେ ୧୨ଲକ୍ଷ ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ସୂଚନା ମୁତାବକ, ଓ୍ବାକଫ୍‌ ବୋର୍ଡ ସହିତ ଜଡ଼ିତ ମାମଲାରେ ଏହି ଚଢ଼ାଉ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାଇଜରେ ବେଘର ଜଙ୍ଗଲ ରାଜା: ୨୦୨୨ସୁଦ୍ଧା ବାଘ ସଂଖ୍ୟା ୨ ଗୁଣା କରିବାକୁ ୧୩ ଦେଶର ମିଳିତ ପ୍ରୟାସ

ନୂଆଦିଲ୍ଲୀ,୨୯।୭: ଜନସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲ ପରିସୀମା କମିବାରେ ଲାଗିଛି। ଏହାଦ୍ୱାରା ଜଙ୍ଗଲ ରାଜା ବାଘ ନିଜ ରାଇଜରେ ବି ବେଘର ହେବାରେ ଲାଗିଛି। ଏହାଯୋଗୁ...

ଶାନ୍ତନୁଙ୍କୁ ହାଇକୋର୍ଟ ଜାମିନ

ମୁମ୍ବାଇ,୧୭ା୨: ସ୍ବିଡେନର କୁନି କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ‘ଟୁଲ୍‌କିଟ୍‌’ ମାମଲାରେ ମଙ୍ଗଳବାର ପୁଣେର ଯୁବ ଇଞ୍ଜିନିୟର ଶାନ୍ତନୁ ମୁଲୁକ୍‌ଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଞ୍ଜିଟ୍‌...

ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୭: ସବୁବେଳେ ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବା ସୁଧୀର କୁମାର ମକ୍କଡ଼ଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବାବାଙ୍କର ମୃତ୍ୟୁ ଘଟିଛି।...

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ...

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

ସିନେମା ହଲରେ ଉପସ୍ଥିତ ରହିବେ ୫୦ ପ୍ରତିଶତ ଦର୍ଶକ

ନୂଆଦିଲ୍ଲୀ,୬ ।୧୦: କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌-୫ ନିୟମ ଅନୁଯାୟୀ ଅକ୍ଟୋବର ୧୫ରେ ଖୋଲିବାକୁ ଯାଉଛି ସିନେମା ହଲ୍ ଓ ଥିଏଟର । ଏବେ ଏହାକୁ ନେଇ...

ବନ୍ୟାରେ ଯବାନଙ୍କ କାମଦେଖି ସାଲ୍ୟୁଟ କଲେ କୁନିଝିଅ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୨।୯: ଚଳିତ ବର୍ଷ ବନ୍ୟାରେ ଦେଶର ଅଧାଭାଗ ବୁଡି ଯାଇଥିବା ବେଳେ ଯବାନମାନେ ନିଜ ଜୀବନକୁ ବାଜି ଲଗାଇ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି। ତେବେ...

କୃଷକଙ୍କ କଷ୍ଟ ଦେଖି ତରଳିଲା ଧର୍ମେନ୍ଦ୍ରଙ୍କ ହୃଦୟ

ମୁମ୍ବାଇ,୧୧ ।୧୨: କେନ୍ଦ୍ରର ନୂଆ କୃଷି ନିୟମକୁ ନେଇ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି କୃଷକ । ସରକାରଙ୍କ ସହ କଥା...

Advertisement
Archives

Model This Week