‘ସେବାକୁ ବ୍ରତ ଭାବେ ଗ୍ରହଣ କର’

କାମାକ୍ଷାନଗର, ୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୩୫ତମ ଜିଲାସ୍ତରୀୟ ସ୍କାଉଟ୍ସ, ଗାଇଡ୍ସ କ୍ୟାମ୍ପୋରୀ। ଏହା ୩ଦିନ ଧରି ଚାଲିବ। ଏଥିରେ ୧୭୦ ବିଦ୍ୟାଳୟର ୩୪୩ ସ୍କାଉଟ୍ସ, ୧୩୬ ଗାଇଡ୍ସ, ୧୩୬ ସ୍କାଉଟ୍ସ ମାଷ୍ଟର, ୩୩ ଗାଇଡ୍ସ କ୍ୟାପଟେନ୍‌ ଅଂଶଗ୍ରହଣ କରିଛନ୍ତି। ଜିଲା ଶିକ୍ଷାଧିକାରୀ ତଥା ଚିଫ୍‌ କମିଶନର ନିବେଦିତା ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ଜାତୀୟ ଉପସଭାପତି ତଥା ମୁଖ୍ୟ କମିଶନର କାଳୀପ୍ରସାଦ ମିଶ୍ର ଯୋଗଦେଇ କହିଲେ, ଶିକ୍ଷା ସହ ସେବାକୁ ବ୍ରତଭାବେ ଗ୍ରହଣ କଲେ ଜୀବନରେ ପୂର୍ଣ୍ଣତା ମିଳେ। ରାଜ୍ୟ ଗାଇଡ୍ସ କମିଶନର ତଥା ପ୍ରଶାସନିକ ଅଧିକାରୀ ଅନାମିକା ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆରମ୍ଭ କରିଥିବା କାର୍ଯ୍ୟକୁ ସଫଳତାର ସହ ଶେଷ କରିବାକୁ ପରାମର୍ଶ ଦେଇଥିଲେ।
ନଗରପାଳ ଧର୍ମାନନ୍ଦ ପରିଡ଼ା, ବିଇଓ ବ୍ରହ୍ମାନନ୍ଦ ରାଉତ, ଜଗବନ୍ଧୁ ଜେନା, ଜିଲା ଗାଇଡ୍ସ କମିଶନର ପୁଷ୍ପାଞ୍ଜଳି ଦଳେଇ, ସ୍କାଉଟ୍ସ କମିଶନର ଇତିଶ ବରାଳ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିବିରାର୍ଥୀଙ୍କୁ ଶୃଙ୍ଖଳିତ ହେବା ପାଇଁ ଗୁରୁତ୍ୱାରୋପ କରିଥିଲେ। ସ୍କାଉଟ୍ସ ଓ ଗାଇଡ୍ସର ଜିଲା ସମ୍ପାଦକ ତଥା ଜିଲା ଶାରୀରିକ ଶିକ୍ଷାଧିକାରୀ ଜ୍ୟୋତିପ୍ରକାଶ ପରିଡ଼ା ବିବରଣୀ ପାଠ କରିଥିଲେ। କାନପୁର ସ୍କୁଲର କ୍ରୀଡ଼ା ଶିକ୍ଷକ ବିପିନ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗରପଡ଼ାରେ ହେଲା ଆଣ୍ଟିଜେନ୍‌ ଟେଷ୍ଟ: ଜାଣନ୍ତୁ କେତେ ହେଲେ ପଜିଟିଭ୍‌

ବନ୍ତ,୧୬।୮(ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାର କରୋନା ପରୀକ୍ଷଣ କ୍ୟାମ୍ପ ପଡ଼ଇଥିଲା। ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍‌ ପରୀକ୍ଷା...

ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ

ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍‌ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ...

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.)  ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା।...

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା...

ଆଦର ଅଛି, ମିଳୁନି ପ୍ରୋତ୍ସାହନ

କେନ୍ଦୁଝର,୯ା୧୨:ସାନ୍ତାଳମାନଙ୍କର ଲୋକନୃତ୍ୟ ଲୋକଙ୍କ ମନକୁ ଛୁଉଁଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ନୃତ୍ୟ ଦେଖିବାକୁ ମିଳେ। ଆଧୁନିକତାର ଚାକଚକ୍ୟରେ ଏହି ଲୋକନୃତ୍ୟ ଏବେ ସଂଘର୍ଷ କରୁଛି। ସରକାରୀସ୍ତରରେ...

ପ୍ରକଳ୍ପ ଥାଇ ମିଳୁନି ପାଣି

ବଇଣ୍ଡା,୧୪।୪(ଡି.ଏନ.ଏ.): ରାଜ୍ୟର ସବୁ ଗାଁକୁ ଯେପରି ଶୁଦ୍ଧ ପାଇପ୍‌ ପାଣି ଯୋଗାଣ କରାଯିବ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏ ନେଇ ଏକାଧିକ ଯୋଜନା...

ଆନ୍ତର୍ଜାତିକ ଶ୍ରମିକ ଦିବସରେ ମିଳିଲା ଲେବର କାର୍ଡ, ସହାୟତା

ନବରଙ୍ଗପୁର,୧।୫(ବି.ପ୍ର.): ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଜଜ୍‌ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ...

ଆତଙ୍କବାଦୀ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି

ଖୋର୍ଦ୍ଧା ଅଫିସ,୨୫ା୨: କର୍ନାଟକ ଶିବଗଙ୍ଗା ଜିଲାରେ ବଜରଙ୍ଗ ଦଳର ଜନୈକ କାର୍ଯ୍ୟକର୍ତ୍ତାଙ୍କୁ ଜେହାଦୀମାନେ ଛୁରି ଭୁସି ଅତି ନିର୍ମମ ଭାବେ ଭାବେ ହତ୍ୟା କରିଛନ୍ତି। ଏହି...

Advertisement
Archives

Model This Week