‘ମହାତ୍ମା ବୁଦ୍ଧଙ୍କୁ ଶିକ୍ଷା ଭାବେ ଗ୍ରହଣ କର’

ବଇଣ୍ଡା,୧୮।୫(ଡି.ଏନ୍‌.ଏ.) – ‘ସମକାଳୀନ ଭାରତୀୟ ସମାଜରେ ଗୌତମ ବୁଦ୍ଧଙ୍କ ବାଣୀର ପ୍ରାସଙ୍ଗିକତା ରହିଛି। ତାଙ୍କୁ କେବଳ ଧର୍ମ ଭିତରେ ସୀମିତ ନ ରଖି ଶିକ୍ଷା ଭାବେ ଗ୍ରହଣ କରିପାରିଲେ ଜୀବନ ସାର୍ଥକ ହୋଇପାରିବ।’ କିଶୋରନଗର ବ୍ଲକ ଝାମ୍ପୁଲିସ୍ଥିତ ଏକ ଶିକ୍ଷାନୁଷ୍ଠାନ ପରିସରରେ ସ୍ବେଚ୍ଛାସେବୀ ସଙ୍ଗଠନ ‘କଳ୍ପତରୁ’ ଆନୁକୂଲ୍ୟରେ ସୋମବାର ଅନୁଷ୍ଠିତ ବୁଦ୍ଧ ଜୟନ୍ତୀ ଅବସରରେ ଉପସ୍ଥିତ ଅତିଥିମାନେ ସେମାନଙ୍କ ଅଭିଭାଷଣରେ ଏପରି ମତବ୍ୟକ୍ତ କରିଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍‌ ସର୍ବେଶ୍ୱର ସାହୁ, ମୁଖ୍ୟବକ୍ତା ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ସଂଗ୍ରାମ କେଶରୀ ପୃଷ୍ଟି, ସମ୍ମାନିତ ଅତିଥି ତଥା ‘କଳ୍ପତରୁ’ର ସମ୍ପାଦକ ସୁଧୀରଞ୍ଜନ ପ୍ରଧାନ, ଶିକ୍ଷାବିତ୍‌ ଦିବାକର ମାଝି, ଶିକ୍ଷକ ଅଶୋକ ସାହୁ, ସୁଦାମ ଚରଣ ପ୍ରଧାନ, ଭବସ୍ମିତା ଶାଶ୍ୱତୀ, ସାଇ ସିମରନ୍‌ ପ୍ରମୁଖ ଯୋଗଦେଇ ମହାତ୍ମା ବୁଦ୍ଧଙ୍କ ସ୍ମୃତିଚାରଣ କରିଥିଲେ। ଅନୁଷ୍ଠାନର ପରିଚାଳକ ଆଶିଷ କୁମାର ଦାସ ସ୍ବାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ଆକାଶ ଦାସ ସଭା ପରିଚାଳନା କରିଥିଲେ। ଛାତ୍ର ଧବଳେଶ ପ୍ରସାଦ ଦାସ, ସୁଦାମ ଚରଣ ପ୍ରଧାନ ଭଜନ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri