Posted inଜାତୀୟ

ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ଲାଗି ମାଗିବା ପ୍ରମାଣ-ସ୍ବୀକୃତି ଅନିବାର୍ଯ୍ୟ…

ନୂଆଦିଲ୍ଲୀ, ୨୨।୨ : ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ଲାଗି ଦୁର୍ନୀତି ନିବାରଣ ଅଧିନିୟମ (ପିସି ଆକ୍ଟ)ର ଧାରା ୧୩ ଏବଂ ପଠିତ ଧାରା ୭ ଅନ୍ତର୍ଗତ ମାଗିବା ପ୍ରମାଣ ସହିତ ସ୍ବୀକୃତି ଅନିବାର୍ଯ୍ୟ। କେବଳ ଅର୍ଥ ରାଶିର ସ୍ବୀକୃତି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି।

ଏକ୍ଷେତ୍ରରେ ଲୋକ ସେବକ ଲାଞ୍ଚ ମାଗିବାର ପ୍ରମାଣ ସହିତ ସ୍ବୀକୃତିକୁ ବିଚାର ପରିସରଭୁକ୍ତ କରାଯାଇଥାଏ।
ଏହି ମାମଲାରେ ବାଣିଜି୍ୟକ କର ଅଧିକାରୀ ପଦବୀରେ କାର୍ଯ୍ୟରତ ଅଧିକାରୀଙ୍କୁ ପିସି ଆକ୍ଟର ଧାରା ୧୩-୨ ସହିତ ପଠିତ ଧାରା ୭ ଏବଂ ୧୩-୧-ଡି ଅନ୍ତର୍ଗତ ଦୋଷୀ ସାବ୍ୟସ୍ତ କରାଯାଇଥିଲା।

୨୦୦୦ ଫେବୃୟାରୀ ୨୪ରେ ସେ ମୂଲ୍ୟାଙ୍କନ ଅଦେଶ ଜାରି କରିବା ଲାଗି ୩,୦୦୦ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।
ସମ୍ପୃକ୍ତ ଅଧିକାରୀ ଏନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଦଣ୍ଡାଦେଶ କାଏମ୍‌ ରଖିଥିଲେ। ପରେ ସେ ସୁପ୍ରିମ୍‌କୋର୍ଟରେ ରିଟ୍‌ ପିଟିଶନ୍‌ ଦାଖଲ କରିଥିଲେ।

ଶୀର୍ଷକୋର୍ଟରେ ବିଚାରପତି ଅଜୟ ରସ୍ତୋଗି ଏବଂ ଅଭୟ ଏସ୍‌. ଇକ୍‌ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି କହିଥିଲେ ଯେ, ଲାଞ୍ଚ ମାଗିବା ଏବଂ ଏହାର ସ୍ବୀକୃତିର କେବଳ ସାକ୍ଷୀ ଅଛନ୍ତି। ମାତ୍ର ଏସମ୍ପର୍କିତ କୌଣସି ଉପଯୁକ୍ତ ପ୍ରମାଣ ନାହିଁ। ତେଣୁ ଏହା ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ଲାଗି ପ୍ରର୍ଯ୍ୟାପ୍ତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri