ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ଭୁବନେଶ୍ୱର- ପୁରୀ ରାସ୍ତା ୨ଘଣ୍ଟା ବନ୍ଦ

ପୁରୁଣା ଭୁବନେଶ୍ୱର,୨୮/୩,(ଡି.ଏନ. ଏ.)- ୩୧୬ନଂ ପୁରୀ ଭୁବନେଶ୍ୱର ଜାତୀୟ ରାଜପଥର ଦୟା ବ୍ରିଜ ଉପରେ ରବିବାର ରାତି ୧୦ପାଖାପାଖି କାର ଦୁର୍ଘଟଣାରେ ମନୋଜ କୁମାର ବେହେରା(୪୦)  ନାମକ ଜଣେ  ଯୁବକଙ୍କର ମୃତ୍ୟୁ ଘଟିଥିଲା। ଏହାକୁ କେନ୍ଦ୍ରକରି ସ୍ଥାନୀୟ ଲୋକେ ପ୍ରାୟ ୨ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ କରିଥିଲେ। ପୋଲିସ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ଶୁକ୍ରବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri