ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର ଥାନା ଅଧୀନ ଗଁାଅମର୍ଦା ପଞ୍ଚାୟତ ଅନ୍ତର୍ଗତ ଆମ୍ବଶୁଳି ଗଁାର ଖେଲାରାମ କିସ୍କୁଙ୍କ ଘର ଭିତରକୁ ଏକ ଡମ୍ପର ଭାରସ୍ୟାମ ହରାଇ ମାଡ଼ି ଯାଇଥିଲା। ଏଥିରେ କାହାରି କୌଣସି କ୍ଷତି ହୋଇ ନ ଥିବା ପୋଲିସ ସୂଚନା ଦେଇଛି। ସେହିପରି ଗୁରୁବାର ରାତି ୮ଟା ସମୟରେ ମୋରଡ଼ା ଥାନା ଅଧୀନ ମାଳିହତା ଗ୍ରାମରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ବେତନଟୀ ଥାନା ଅଧୀନ ବାହାନଡ଼ା ଉପଖଣ୍ଠ ମଉଦା ଗ୍ରାମର ମଙ୍ଗଲ ମହାନ୍ତ(୪୦)। ପୋଲିସ ପହଞ୍ଚତ୍ ମଙ୍ଗଲଙ୍କୁ ଉଦ୍ଧାର କରି ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ସହ ସ୍କୁଟିକୁ ଜବତ କରିଛି। ସେହିପରି ବିଳମ୍ବିତ ରାତିରେ ଏକ କାର୍‌ ଭାରସ୍ୟାମ ହରାଇ ମୋରଡ଼ା-ପାଞ୍ଚଗୋଚ୍ଛିଆ ମୁଖ୍ୟ ରାସ୍ତା କଡ଼ରେ ଥିବା କେନାଲ ଭିତରେ ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri