ଭୁବନେଶ୍ବର ଏଜି ଛକରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା

ଭୁବନେଶ୍ୱର,୧୯।୧୧: ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା। ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା। ସଚେତନ ସହ ସକରାତ୍ମକ ଆଚରଣରେ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବ।

ଭୁବନେଶ୍ୱର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ୍‌। ଏନେଇ ର୍ପୂବରୁ ର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ।  ମାଟି ତଳେ ଓ ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲ୍‌କୋ ପର୍ଯ୍ୟନ୍ତ ଏଲିଭେଟେଡ୍‌ କରିଡର୍‌ ନିର୍ମାଣ କରାଯିବ। ପ୍ରାରମ୍ଭିକ ଡିପିଆର ପ୍ରସ୍ତୁତ ହୋଇଥିବା କହିଥିଲେ ମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri