ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୪।୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଯାଜପୁର ଅଟୋ ଚାଳକ ବିଷ୍ଣୁ ପାତ୍ରଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଶନିବାର ରୂପାଲି ଛକରେ ଆମ ବସ ଧକ୍କାରେ ବିଷ୍ଣୁଙ୍କ ଜୀବନ ଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri