ଦୁଇ ବସ୍‌ ମଧ୍ୟରେ ଦୁର୍ଘଟଣା

ବାଲେଶର ଅଫିସ, ୫।୭: ବାଲେଶ୍ବର ସଦରଥାନା ସ୍ଥିତ କୁରୁଡା ଉଡନ୍ତାପୋଲ ଉପରେ ବୁଧବାର ଦୁର୍ଘଟଣା ଘଟିଛି। ଦୁଇଟି ବସ୍‌ ମଧ୍ୟରେ ଧକ୍କା ହୋଇ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।