ବଞ୍ଚାଇଦେଲେ ମହାପ୍ରଭୁ: ୩ କିମି ପୂର୍ବରୁ ଡ୍ରାଇଭରଙ୍କ ସାଙ୍ଗରେ ପାଟିତୁଣ୍ଡ କରି… 

ଆନନ୍ଦପୁର୨୮।୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ, ଛେନାପଦି  ବଉଳା ରାସ୍ତାର ବୈଦାଖିଆ  ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ।
ସୂଚନା ଅନୁସାରେ, ଭୂବନେଶ୍ବରରୁ  ବଉଳା ଯାଉଥିବା ଶ୍ରୀଲକ୍ଷ୍ମୀ ନମକ ବସ୍‌  ସନ୍ଧ୍ୟା ସମୟରେ ଛେନାପଦି ଛକରେ ପହଞ୍ଚିଥିଲା। ଚାଳକ ନିଶାଶକ୍ତ ହୋଇ ବସ୍‌ ଚଳାଉ ଥିବାରୁ ଯାତ୍ରୀମାନେ ନିଜକୁ ଅସୁରକ୍ଷିତ ମଣି ପାଟିତୁଣ୍ଡ କରି ଛେନାପଦି ଛକରେ ବସରୁ ଓହ୍ଲାଇ ପଡ଼ିଥିଲେ। ବସ୍‌ ଚାଳକ ଜଣକ ବସ୍ କୁ ନେଇ ବଉଳା ଅଭିମୁଖେ ଯାଉଥିବା ବେଳେ ମାତ୍ର ତିନି କିଲୋମିଟର ଯିବାପରେ ରାସ୍ତା କଡ଼ରେ ବସ୍‌ଟି ଓଲଟି ପଡିଥିଲା। ସୌଭାଗ୍ୟ ବଶତଃ ଯାତ୍ରୀମାନେ  ପୂର୍ବ ଷ୍ଟପେଜରୁ ଓହ୍ଲାଇ ପଡ଼ିଥିବାରୁ ବଡ଼ ଧରଣର ଦୁର୍ଘଟଣାରୁ ରକ୍ଷା ପାଇ ଯାଇଛନ୍ତି। ଖବରପାଇ ସୋସୋ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

ଜବରଦଖଲ ଉଚ୍ଛେଦ ପରେ ସ୍ବାସ୍ଥ୍ୟକେନ୍ଦ୍ର ଚାରିପାଖେ ପଡ଼ିଥିଲା କୁଢ଼କୁଢ଼ ଅଳିଆ: ହାତରେ ଝାଡ଼ୁଧରି ସଫାକଲେ ଡାକ୍ତର    

ଦାରିଙ୍ଗବାଡ଼ି,୨୮।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାରରେ ସ୍ବାସ୍ଥ୍ୟକେନ୍ଦ୍ରର ସମ୍ମୁଖରେ ଏକାଧିକ ହୋଟେଲ, ପନିପରିବା ଦୋକାନ ଆଦି ରହିଥିଲା। ତେବେ ଜବର ଦଖଲ ଉଚ୍ଛେଦ ପରେ ଉଠାଦୋକାନୀ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

କାହିଁକି ହେଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ: ବଡ଼ କାରଣ କହିଲେ …

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ବାରାମତିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି।…

ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ ମହାରାଷ୍ଟ୍ର ବିକାଶରେ…

ନୂଆଦିଲ୍ଲୀ,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଶୋକ ପ୍ରକାଶ କରି…

୨ ପୁଅ, ସ୍ତ୍ରୀଙ୍କୁ ଛାଡିଦେଇ ଗଲେ ଅଜିତ ପାୱାର: ଜାଣନ୍ତୁ ତାଙ୍କ ରାଜନୈତିକ ଯାତ୍ରା ବିଷୟରେ ଅଜଣା କଥା…

ପୁଣେ,୨୮।୧: ମହାରାଷ୍ଟ୍ରର ଏନସିପି ନେତା ଏବଂ ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ନିର୍ବାଚନ ପ୍ରଚାର ପାଇଁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ତାଙ୍କ…

ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା…

ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୧:  ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri