ମନ୍ଦିର ପାଖରେ ବାଇକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌, ଆହତଙ୍କ ପରିଚୟ ଖୋଜୁଛି ପୋଲିସ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ସୋରାଦେବି ମନ୍ଦିର ପାଖରେ ଶୁକ୍ରବାର ରାତି ୮ଟାରେ ଗୋଟିଏ ବାଇକକୁ ଆଉ ଗୋଟିଏ ବାଇକ ପଛଆଡୁ ଧକ୍କା ଦେଇଥିଲା। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଥମ ବାଇକରେ ଯାଉଥିବା ଗୋହିରିବାଡିର କିଶୋର ବିଷୋୟୀ, ରିନା ଘଡ଼େଇ ଏବଂ ପଛ ବାଇକରେ ଯାଉଥିବା ଅନ୍ୟ ଜଣେ। ଆହତମାନଙ୍କୁ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପଛ ବାଇକରେ ଯାଉଥିବା ଆହତଙ୍କ ପରିଚୟ ମିଳିନାହିଁ।
ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri