ଭୁବନେଶ୍ୱର,୨।୧୨: ଅଧା ରହିଗଲା ଜଗା ଦର୍ଶନ। ୨ ବାଇକ୍ ଆରୋହୀ ଡିଭାଇଡରରେ ପିଟି ହୋଇ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ୱର ବଡ଼ଗଡ଼ ଥାନା ବିଜେବିନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ଉଭୟଙ୍କ ମୃତ୍ୟୁ ଘଟିଛି। ମୃତକ ନୟାଗଡ଼ର, ବିଜେଇଏମ ସ୍କୁଲ ନିକଟ ବସ୍ତିରେ ରହୁଥିଲେ ।
ଭୁବନେଶ୍ୱର,୨।୧୨: ଅଧା ରହିଗଲା ଜଗା ଦର୍ଶନ। ୨ ବାଇକ୍ ଆରୋହୀ ଡିଭାଇଡରରେ ପିଟି ହୋଇ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ୱର ବଡ଼ଗଡ଼ ଥାନା ବିଜେବିନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ଉଭୟଙ୍କ ମୃତ୍ୟୁ ଘଟିଛି। ମୃତକ ନୟାଗଡ଼ର, ବିଜେଇଏମ ସ୍କୁଲ ନିକଟ ବସ୍ତିରେ ରହୁଥିଲେ ।
ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…
କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…
ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…
କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…
ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…
ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…