ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ମୃତ ଯୁବକ ଜଣକ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଧୁ ନୂଆପଲ୍ଲୀ ଗ୍ରାମର ରଘୁ ସ୍ବାଇଁ ଓ ଆହତ ଜଣକ ଉକ୍ତ ଗ୍ରାମର ଜିତେନ୍ଦ୍ର ବିଶ୍ୱାଳ ବୋଲି ସୂଚନା ମିଳିଛି । ଦୁହେଁ ଏକ ବାଇକ୍‌ ଯୋଗେ ବ୍ରହ୍ମପୁରରୁ ନିଜ ଗାଁ ଅଭିମୁଖେ ଯାଉଥିବା ବେଳେ ଛତ୍ରପୁର କଲେଜ ଛକଠାରେ ଏକ ଅଜଣା ଗାଡି ଧକ୍କା ଦେଇଥିଲା ଯାହା ଫଳରେ ଦୁହେଁ ରାସ୍ତାରେ ଛିଟିକି ପଡ଼ିଥିଲେ। ଖବର ପାଇ ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ ଓ ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କ ସମେତ ଛତ୍ରପୁର ଥାନାର ବହୁ ପୋଲିସ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ଦ୍ୱାରା ମୃତଦେହ ଉଦ୍ଧାର କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ଏହାସହ ଛତ୍ରପୁର ପୋଲିସ ଅଧିକ ତଦନ୍ତ ଜାରି ରଖିଛିି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri